-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଥଇଥାନ କମିଶନଙ୍କ ସମୀକ୍ଷା ବୈଠକ, ଗ୍ରାମାଞ୍ଚଳର ଦିବ୍ୟାଙ୍ଗଙ୍କୁ କୋଭିଡ ଟିକାକରଣ ଉପରେ ଗୁରୁତ୍ୱାରୋପ 

07-Dec-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ଗସ୍ତରେ ଆସିଥିବା ରାଜ୍ୟ ଦିବ୍ୟାଙ୍ଗ ଆୟୁକ୍ତ ସୁଲୋଚନା ଦାସ ଆଜି ଫୁଲବାଣୀ ଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଦିବ୍ୟାଙ୍ଗ ଅଧିକାର ଅଧିନିୟମ-୨୦୧୬ର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ସେମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ସେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । କନ୍ଧମାଳ ଜିଲ୍ଲାରେ ସମୁଦାୟ ୨୪,୬୨୦ ଜଣ ଦିବ୍ୟାଙ୍ଗ ଚିହ୍ନଟ ହୋଇଥିବା ଏହି ବୈଠକରେ ସୂଚନା ଦିଆ ଯାଇଥିଲା । ଜିଲ୍ଲାରେ କୌଣସି ଦିବ୍ୟାଙ୍ଗ ବାସଗୃହ ପାଇ ନ ଥିବା ଜାଣି ଉଦ୍‌ବେଗ ପ୍ରକାଶ କରିଥିଲେ କମିଶନର । ଗ୍ରାମାଞ୍ଚଳର ଦିବ୍ୟାଙ୍ଗ ମାନେ କୋଭିଡ ଟିକା ନେବାରେ ଦେଖା ଦେଉଥିବା ସମସ୍ୟା ଦିଗରେ ସ୍ବତନ୍ତ୍ର ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ କମିଶନର । ସୂଚନା ଆଧାରରେ ସେଠାରେ ଦିବ୍ୟାଙ୍ଗ ମାନଙ୍କୁ ସହାୟତା ରାଶି ପ୍ରଦାନ ସହ ହ୍ଵିଲ ଚେୟାର ବଣ୍ଟନ କରାଯାଇଥିଲା । ବୈଠକରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡିଙ୍କ ସମେତ ଉପଜିଲ୍ଲାପାଳ ଶେଷଦେବ ମିଶ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ତଥା ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like