-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ମାସ୍କ, ସାନିଟାଇଜର, ଗ୍ଲୋବ୍ସ, ପିପିଇ କିଟ୍ ପାଇଁ ଖର୍ଚ୍ଚ ହୋଇଛି ୧୩ କୋଟି ୯୦ ଲକ୍ଷ ଟଙ୍କା

07-Dec-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): କରୋନା ସମୟରେ ମାସ୍କ, ସାନିଟାଇଜର, ଗ୍ଲୋବ୍ସ ଓ ପିପିଇ କିଟ୍ ବାବଦରେ ୧୩ କୋଟି ୮୫ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର । ଏ ନେଇ ବିଧାନସଭାରେ ପ୍ରଶ୍ନ ପଚାରିଥିଲେ ବିଧାୟକ କୁସୁମ ଟେଟେ । ଲିଖିତ ଉତରରେ ଖର୍ଚ୍ଚର ହିସାବ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ।ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, କରୋନା ମୁକାବିଲା ପାଇଁ ମାସ୍କ, ସାନିଟାଇଜର, ଗ୍ଲୋବ୍ସ, ଭେଂଟିଲେଟର, ପିପିଇ କିଟ୍ ଆଦି ସ୍ୱଚ୍ଛ ଓ ପ୍ରତିଯୋଗିତାମୂଳକ ଉପାୟରେ କ୍ରୟ କରି ରାଜ୍ୟରେ ଥିବା ବିଭିନ୍ନ ସ୍ୱାସ୍ଥ୍ୟ ଅନୁଷ୍ଠାନଗୁଡିକୁ ଯୋଗାଇ ଦିଆଯାଇଛି । ହେଲେ କେତେ ଟଙ୍କାରେ ଏନ୍-୯୫ ମାସ୍କ କିଣା ଯାଇଛି ତାହାର ତଥ୍ୟ ଦେଇନାହାନ୍ତି ସରକାର ।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୫ କୋଟି ୮୯ ଲକ୍ଷ ଟଙ୍କାରେ ପିପିଇ କିଟ୍, ୧୧ ଲକ୍ଷ ୪୬ ହଜାର ୨୮୫ ଏନ୍-ମାସ୍କ, - ସାନିଟାଇଜର ପାଇଁ ୧ କୋଟି ୨୮ ଲକ୍ଷ ୧୯ ହଜାର ୬୭୩ ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି  ତ୍ରିସ୍ତରୀୟ ମାସ୍କ ପାଇଁ ୧ କୋଟି ୯୫ ଲକ୍ଷ ୭୦ ହଜାର ୬୫ ଟଙ୍କା ଖର୍ଚ୍ଚ ହୋଇଛି  । ଗ୍ଲୋଭସ ପାଇଁ ୧ କୋଟି ୫୭ ଲକ୍ଷ ୪୬ ହଜାର ୧୨୯ ଟଙ୍କା ଖର୍ଚ୍ଚ ହୋଇଛି  । ୮୨ ଲକ୍ଷ ୪୫ ହଜାର ୮୭୦ ଅପରେସନ୍ ଗ୍ଲୋଭସ୍ କିଣାଯାଇଛି ଏବଂ ଏଥିପାଇଁ ୧ କୋଟି ୧୨ ଲକ୍ଷ ୧୯ ହଜାର ୩୭୭ ଟଙ୍କା ଖର୍ଚ୍ଚ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like