-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଚୌକିଦାର ସାଜିଛି ଠିକାଦାର

08-Dec-2021



ତୁଷୁରା ରେଜିଷ୍ଟ୍ରି ଅଫିସ ରେ ଚୌକିଦାର ସାଜିଛନ୍ତି ସର୍ବେସର୍ବା । ତାଙ୍କ ନାମ ହେଉଛି ଡି. କେ. ମିଶ୍ର । ସେ ତୁଷୁରା ତହସିଲ ଅଫିସ ରେ ଅସ୍ଥାୟୀ ରାତ୍ର ଜଗୁଆଳି ଭାବେ କାର୍ଯ୍ୟରତ । ଦିନିକିଆ ମଜୁରୀ ରେ ସେ କାମ କରନ୍ତି । ତାଙ୍କ ନାମରେ ପ୍ରମାଣ ସହ ଅଭିଯୋଗ ଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଗତ ୩୧.୮.୨୦୨୦ ରେ ବଲାଙ୍ଗୀର ର ଜୈନେକ ଆଇନଜୀବୀ ଗୋଟିଏ ଜମି ରେଜିଷ୍ଟ୍ରି କରିବା ପାଇଁ  ତୁଷୁରା ରେଜିଷ୍ଟ୍ରି ଅଫିସ କୁ ଯାଇଥିଲେ । ନିୟମ ମୁତାବକ ସମସ୍ତ ସରକାରୀ ଫିଜ୍ ପଇଠ କରିଥିଲେ । ଚୌକିଦାର ମିଶ୍ର ବାବୁ ରେଜିଷ୍ଟ୍ରି ସମୟରେ ଜମି ମୂଲ୍ୟ ର ୧ ଶତକଡା  ପି ସି ମାଗିଥିଲେ । ଆଇନଜୀବୀ ଦେବା ପାଇଁ ମନା କରିବାରୁ ତାଙ୍କ ରେଜିଷ୍ଟ୍ରିକୁ ହଇରାଣ

କରିବେ ବୋଲି କହିଥିବା ତାଙ୍କ ଅଭିଯୋଗରୁ ଜଣାପଡିଛି ।ଏହାପରେ ଓକିଲ ଜଣକ ଏହି ମିଶ୍ର ବାବୁଙ୍କ ନାମରେ ତୁଷୁରା ତହସିଲଦାର, ବଲାଙ୍ଗୀର ଜିଲ୍ଲାପାଳ,ଡି ଆର, ଡି ଏସ ଆର ଏବଂ ଆଇ ଜି ଆର ଙ୍କୁ ଲିଖିତ ଅଭିଯୋଗ କରିଥିଲେ । ସର୍ବେସର୍ବା ମିଶ୍ର ବାବୁ ତାଙ୍କ କରିତକର୍ମା କର୍ମ ଲୁଚାଇବାପାଇଁ ଓକିଲ ଙ୍କୁ ଫୋନରେ କାକୁତି ମିନତି ହୋଇଥିବା ଅଡିଓ ଭାଇରାଲ ହୋଇଥିଲା ।  ଯଦି ବୁଦ୍ଧିଜୀବୀ ମାନଙ୍କ ସହ ଏପରି ବ୍ୟବହାର କରିଛନ୍ତି ତେବେ ସାଧାରଣ ଜନତା ଙ୍କୁ କଣ କରୁ ନ ଥିବେ । ଏଭଳି ଅସାଧୁ ଅସ୍ଥାୟୀ କର୍ମଚାରୀ ମାନଙ୍କୁ ତାଙ୍କ କାର୍ଯ ରୁ ବହିଷ୍କାର କରିବା ପରିବର୍ତ୍ତେ କାର୍ଯ୍ୟାଳୟର ମୁଖ୍ୟ ସ୍ଥାନରେ ଅବସ୍ଥାପିତ କରିବା କେତେଦୂର ସମିଚୀନ । ଡି ଆର ଏବଂ ଡି ଏସ ଆର  ଆଇନଜୀବୀ କରିଥିବା ଅଭିଯୋଗକୁ ତର୍ଜମା କରି ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଅସାଧୁ କର୍ମଚାରୀ ମାନଙ୍କୁ ଏକ ସବକ ମିଳିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like