-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଦେଶ ବିଦେଶ

ଓମିକ୍ରନ୍‌ ଭୟ, ଲାଗୁ ହେଲା ୧୪୪ ଧାରା

08-Dec-2021



ଲକ୍ଷ୍ନୌ: ଦେଶରେ କୋକୁଆ ଭୟ ସୃଷ୍ଟି କରିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ସଂକ୍ରମିତଙ୍କ ମାମଲା ଲଗାତାର ବଢ଼ି ଚାଲିଛି। ଏହି ନୂଆ ଭାରିଏଣ୍ଟ ଡେଲ୍ଟା ସମେତ ଅନ୍ୟ ଭାରିଏଣ୍ଟ ଠାରୁ ଅଧିକ ସଂକ୍ରାମକ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏବେ ଉତ୍ତରପ୍ରଦେଶ ସରକାର ଆଗୁଆ ସଜାଗ ହୋଇଛନ୍ତି।କରୋନାର ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଲାଗୁ ହୋଇଛି ୧୪୪ ଧାରା। ଗତକାଲି ଠାରୁ ଜାନୁଆରୀ ୫ ତାରିଖ ଯାଏଁ ଏଠାରେ ୧୪୪ ଧାରା ଜାରି ରହିବ। ଏଥିସହ ସେଠାକାର ପ୍ରଶାସନ ଏକ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଗାଇଡଲାଇନ୍‌ ଅନୁଯାୟୀ ରେଷ୍ଟୁରାଣ୍ଟ, ହୋଟେଲ, ସିନେମା ହଲ୍‌, ମଲ୍ଟିପ୍ଲେକ୍ସ, ଜିମ୍‌, ଷ୍ଟାଡିୟମରେ ୫୦ ପ୍ରତିଶତ କ୍ଷମତା ସହ ଖୋଲିବାକୁ କୁହାଯାଇଛି।ଏଥିସହ ଲକ୍ଷ୍ନୌରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଘରୁ ବାହାରକୁ ବାହାରିବା ମାତ୍ରେ ମାସ୍କ ପିନ୍ଧିବା ବାଧ୍ୟ କରାଯାଇଛି। ସେହିପରି ବନ୍ଦ ସ୍ଥାନରେ କରାଯାଉଥିବା

ଆୟୋଜନରେ ୧୦୦ରୁ ଅଧିକ ବ୍ୟକ୍ତି ସାମିଲ ହୋଇପାରିବେ ନାହିଁ ବୋଲି କୁହାଯାଇଛି।ଖ୍ରୀଷ୍ଟମାସ, ନୂଆ ବର୍ଷ ଉତ୍ୱ, କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନର ବିପଦ ଏବଂ ଆଗକୁ ହେବାକୁ ଥିବା ପରୀକ୍ଷା ଏବଂ ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି।ସୂଚନା ମୁତାବକ, ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌ ପ୍ରାୟ ୩୦ରୁ ଅଧିକ ଦେଶକୁ ବ୍ୟାପି ସାରିଲାଣି। ଭାରିତରେ ମଧ୍ୟ ଏହି ଭାରିଏଣ୍ଟର ୨୦ରୁ ଅଧିକ ମାମଲା ଚିହ୍ନଟ ହେଲେଣି। ଏହାକୁ ନେଇ ଏବେ ଚାରିଆଡେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ବିଶ୍ୱା ସ୍ୱାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ‘ଭାରିଏଣ୍ଟ ଅଫ୍‌ କନ୍‌ସର୍ଣ୍ଣ’ ଶ୍ରେଣୀରେ ରଖିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like