-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମେହେନ୍ତର ଏବଂ କର୍ମଚାରୀ ମାନଙ୍କ ବକେୟା ଦରମା ଦାବିରେ ବିଜେପି ବରଗଡ଼ ତରଫରୁ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରାଉ

08-Dec-2021



ବରଗଡ଼ ପୌରପରିଷଦ ର ମେହେନ୍ତର ଏବଂ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ ବକେୟା ଦରମା ପ୍ରଦାନ ଦାବିରେ ତଥା ସହରର ବିଭିନ୍ନ ସମସ୍ୟାର ସମାଧାନ ଦାବିରେ, ଆଜି ବିଜେପି ବରଗଡ଼ ନଗର ତରଫରୁ ନଗର ସଭାପତି ସୁବ୍ରତ ହୋତାଙ୍କ ନେତୃତ୍ୱରେ ବରଗଡ଼ ପୌରପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରାଉ କରାଯାଇଥିଲା.ଦୀର୍ଘ ତିନି ମାସରୁ ଉର୍ଧ୍ଵ ହେଲା ପୌର ପରିଷଦର ମେହେନ୍ତର ଏବଂ ଅନ୍ୟାନ୍ୟ କର୍ମଚାରୀ ମାନଙ୍କୁ ଦରମା ପ୍ରଦାନ କରା ନ ଯିବା, ଅତ୍ୟନ୍ତ ପରିତାପର ବିଷୟ ବୋଲି ବିଜେପି ଅଭିଯୋଗ କରିଛି ଏବଂ ତୁରନ୍ତ ସମସ୍ତ ବକେୟା ଦରମା ପ୍ରଦାନ ପାଇଁ ଦାବୀ ଜଣାଇଛି. ସ୍ୱଚ୍ଛ ଭାରତ ଯୋଜନା ରେ କେନ୍ଦ୍ର ସରକାର ବରଗଡ଼ପୌର ପରିଷଦ କୁ ବର୍ଷକୁ ପାଖାପାଖି ଦେଢ଼ କୋଟି ଟଙ୍କା ଅନୁଦାନ ଦେଉଥିଲେ ମଧ୍ୟ ବରଗଡ ସହରକୁ ପରିଷ୍କାର ପରରିଚ୍ଛନ୍ନ ରଖିବାରେ ପୌର ପ୍ରଶାସନ ବିଫଳ ହୋଇଛି ଏବଂ ଉକ୍ତ ଅନୁଦାନ ର ବ୍ୟାପକ ଭାବେ ବାଟମାରଣା ହେଉଛି ବୋଲି ବିଜେପି ତରଫରୁ ଅଭିଯୋଗ କରାଯାଇଥିଲା .ଏହି ଅନୁଦାନ ର ଏକ ଉଚ୍ଚ ସ୍ତରୀୟ ଅଡିଟ କରିବା ପାଇଁ ବିଜେପି ଦାବିଜଣାଇଛି. ସେହିପରି ବୁଲା ଗୋରୁ ଗାଈ ମାନଙ୍କୁ ରାସ୍ତା ରୁ ହଟାଇ ଏକ  ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପାଇଁ, ସହରର ଡ୍ରେନ ଗୁଡିକ ତୁରନ୍ତ ମରାମତି କରିବା ପାଇଁ ମଧ୍ୟ ବିଜେପି ଦାବୀ ଜଣାଇଛି. ସମସ୍ତ ଦାବୀ ଉପରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ବିଜେପି ନେତୃବୃନ୍ଦ ଙ୍କୁ ପ୍ରତିଶୃତି ଦେଇଥିଲେ. ଆଜିର ଏହି ଘେରାଉ କାର୍ଯ୍ୟକ୍ରମ ରେ ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ସମେତ ବରିଷ୍ଠ ନେତା ସୁରେଶ୍ୱର ଶତପଥୀ, ରବି ନାରାୟଣ ଦାଶ, ପ୍ରିତମ ସିଂ, ଅକୁର ମଲ୍ଲିକ,ବିଜୟ ଦାଶ,କିଶୋର ଦାଶ,ଅବନୀକାନ୍ତ ପଣ୍ଡା, ଉରକୁଲୁ ତାଣ୍ଡି,ପରେଶ ବିଶି, ମହେଶ ଦାଶ, ଓମ ପ୍ରକାଶ ସିଂ, ମହେନ୍ଦ୍ର ପୁରୋହିତ,ଅନୁରାଧା ଅଗ୍ରୱାଲ, ସୀମା ସିଂ, ସୁଜାତା ପଣ୍ଡା, ବାସୁଦେବ ବାରିକ, ଶୁଭ୍ରାଂଶୁ ଦାଶ, ସୁଦାମ ମହାପାତ୍ର, ରାମ ପ୍ରସାଦ ଶର୍ମା, ବ୍ରଜ ନାୟକ,ଶୁକୃ ସାହୁ, ପ୍ରଦୀପ ମହାପାତ୍ର, ବିପ୍ଳବ,ସିଦ୍ଧାନ୍ତ ମେହେର ତଥା ଅନ୍ୟାନ୍ୟ ବହୁ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like