-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଶିଶୁ ପ୍ରତିଭା : ସୃଷ୍ଟି ଦାସ ମହାପାତ୍ର

08-Dec-2021



କଟକ: ଛାତ୍ରାୟାଣାମ୍ ଅଧ୍ୟୟନ ପରମ ତପ   ନ୍ୟାୟରେ ଆମ ଛାତ୍ର ସମାଜ ନିଜର କର୍ତ୍ତବ୍ୟ ନିଷ୍ଠା,ଶିକ୍ଷା ପ୍ରତି ଶ୍ରଦ୍ଧା,ଗବେଷଣା,ମହାପୁରୁଷଙ୍କ ଜୀବନୀ ପାଠ,ଗୁରୁଜନଙ୍କ ପ୍ରତି ସମ୍ମାନ ଆଦି ବହୁ ଶୋଭାନୀୟ ଚିନ୍ତା ଚେତନା ବଳରେ ସମାଜରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ସେହିଭଳି ଜଣେ ମେଧାବୀ ଛାତ୍ରୀ ହେଉଛନ୍ତି କଟକ ସଦର ୪୨ ମୌଜା ପଟଣା ଗ୍ରାମର କୁମାରୀ ସୃଷ୍ଟି ଦାସ ମହାପାତ୍ର । ପିତା ଶୁଭେନ୍ଦୁ ଦାସ ମହାପାତ୍ର,ମାତା ଶ୍ରାବନ୍ତିକା ମହାନ୍ତି,ଅଜା ସଂଗ୍ରାହକ ନାରାୟଣ ଚନ୍ଦ୍ର ମହାନ୍ତି,ଆଇ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସାହିତ୍ୟିକା ସରୋଜ ନଳିନୀ ପରିଜା,ଜେଜେ ସୁରେନ୍ ମହାପାତ୍ର,ଜେଜମା ରେବିକା ମହାପାତ୍ରଙ୍କ ବଂଶରେ ସୁକନ୍ୟା ସୃଷ୍ଟି ଜନ୍ମ ଗ୍ରହଣ କରି ପରିବାର ଆଉ ସମାଜ ପାଇଁ ଆଣିଛନ୍ତି ନୂତନ ସୃଜନର ଶୁଭଙ୍କର ଝଙ୍କାର । ସରସ୍ଵତୀ ଶିଶୁ ମନ୍ଦିର ବେଣ୍ଟକାରରେ ଶିକ୍ଷା ଲାଭ କରିବାସହ ନିଜର ଅଧ୍ୟବସାୟ ବଳରେ ଓଡିଶୀ ନୃତ୍ୟରେ ନିଜର ଖୁବ୍ ପାରଦର୍ଶିତା ଲାଭକରି ଅଞ୍ଚଳ ପାଇଁ ଗର୍ବ ଗୌରବର ପରିଭାଷା ଆଣିବା ସହ ସାଉଁଟିଛନ୍ତି ଅଜସ୍ର ବଧେଇ,ଆଶ୍ରିବାଦ ଆଉ ଅନେକ ସମ୍ମାନ । ପିଲାଟି ଦିନରୁ ସାଧନା ଜାରୀରଖି ବହୁ ସଂଗଠନ ଯଥା ରେକି ମିଶନ ମହା ଶିଶୁ ପର୍ବ କୂଳ ସରିଚୁଆ କଟକ,କଟକ ମହୋତ୍ସବ କଟକ,ବାରବାଟୀ ନୃତ୍ୟ ମହୋତ୍ସବ କଟକ,ବାଲିଯାତ୍ରା ବୈଷ୍ଣବ ପାଣି ମଞ୍ଚ କଟକ,ସ୍ବାମୀ ବିବେକାନନ୍ଦ ଜୟନ୍ତୀ ବରାଳ କଟକ,ମୁହାଁଣ ସାହିତ୍ୟ ସଂସଦ ମୁମ୍ବାଇ ଆଦିରୁ ସେ ସମ୍ବର୍ଦ୍ଧିତ ଓ ପୁରସ୍କୃତ । ଅଧ୍ୟୟନରେ ସଫଳ ହେବାସହ ଓଡ଼ିଶୀ ନୃତ୍ୟରେ ରୁଚି ଅଧିକରୁ ଅଧିକ ଗବେଷଣତ୍ମକ ଭାବଧାରା ସୃଷ୍ଟିଙ୍କୁ ଆଗାମୀ ଦିନରେ ଆହୁରି ସୁଦୃଢ କରିବ ଏହା ସ୍ପଷ୍ଟ ପ୍ରମାଣିତ । ଏହି ଶିଶୁ ପ୍ରତିଭାଙ୍କ ସ୍ବପ୍ନ ହେଉ ସଫଳ ଭବିଷ୍ୟତ ହେଉ ଉଜ୍ଜ୍ୱଳ ଏତିକି ପ୍ରାଥନା 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like