-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

କରୋନା ଯୋଦ୍ଧା ଶିକ୍ଷକଙ୍କ ମୃତ୍ୟୁ ପରେ ବେସାହାରା ପରିବାର:ଆଶୀର୍ବାଦ ଯୋଜନା ରେ ସାମିଲ କରିବା ସହ ଚାକିରୀ ପ୍ରଦାନ ଉଦେଶ୍ୟ ରେ ନିବେଦନ

08-Dec-2021



ପଦ୍ମପୁର/ବିଜେପୁର: ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଭଟିଗାଁ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବରେ ଦାୟିତ୍ୱ ସମ୍ପାଦନ କରି ଆସୁଥିବା ଶିକ୍ଷକ ଭୁବନେଶ୍ବର ସାହୁ ଙ୍କ ଗତ ଅଗଷ୍ଟ ମାସ ୨୮ ତାରିଖରେ ମୃତ୍ୟୁବରଣ କରିଛନ୍ତି lତାଙ୍କର ଉଭୟ ବୃକକ ଖରାପ ହୋଇଯାଇଥିଲା ଏବଂ ବୁର୍ଲାରେ ତାଙ୍କୁ ଚିକିତ୍ସା କରିବା ପାଇଁ ନିଆଯାଇଥିଲା l ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଶିକ୍ଷକ ଭୁବନେଶ୍ୱର ସାହୁ କରୋନା ମହାମାରୀ ସମୟରେ ସକ୍ରିୟ ଭାବେ କୋଭିଡ ସଚେତନତା କାର୍ଯ୍ୟକ୍ରମ ରେ ଜଡିତ ଥିଲେ l ରାଜ୍ୟ ସରକାରଙ୍କ ରାପିଡ୍ ରେସ୍ପୋନ୍ସ ଟିମ୍ ର ସଦସ୍ୟ ମଧ୍ୟ ଥିଲେ l ପରେ ତାଙ୍କ ପରିବାର ବେସାହାରା ହୋଇଯାଇଛି l ବର୍ତ୍ତମାନ ତାଙ୍କ ସ୍ତ୍ରୀ ବନୀତା ସାହୁ ବଡ଼ଝିଅ ଅଙ୍କିତା ସାହୁ(୧୩) ଏବଂ ସାନଝିଅ ଚିନ୍ମୟୀ ସାହୁ (୮)ବର୍ଷ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ଭଟିଗାଁ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୭୫ ପ୍ରତିଶତ ଏକ ବ୍ଲକ ଗ୍ରାଣ୍ଟ ସ୍କୁଲ ହୋଇଥିବାରୁ ବର୍ତ୍ତମାନ ମୃତକ ଶିକ୍ଷକଙ୍କ ପରିବାରର ଭବିଷ୍ୟତ ଅନ୍ଧକାର ଦିଗକୁ ଠେଲି ହୋଇଯାଇଛି l ଏଭଳି ସ୍ଥିତିରେ ଦୁଇଝିଅଙ୍କୁ ଆଶୀର୍ବାଦ ଯୋଜନାରେ ସାମିଲ କରିବା ସହ ତାଙ୍କ ସ୍ତ୍ରୀଙ୍କୁ ପୁନର୍ବାସ ଥଇଥାନ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆକୁଳ ନିବେଦନ  କରିଛନ୍ତି ବନୀତା


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like