-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ରେଂଜରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

09-Dec-2021



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବନାଂଚଲ କାର୍ଯ୍ୟାଳୟରେ ରେଂଜର ଶିବ ପ୍ରସାଦ ନାଏକଙ୍କୁ ବିଦାୟ କାଲୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରକାଶ ଯେ ଶ୍ରୀଯୁକ୍ତ ନାକଏଙ୍କୁ ବଲାଙ୍ଗିର ଜିଲ୍ଲା ଟିଟିଲାଗଡକୁ ବଦଲି ହୋଇଥିବା ବେଳେ ଆଜି ଏହି ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବଶରରେ ବନପାଲ ଜଗବନ୍ଧୁ ବାରିକଙ୍କ ସଭାପତିତ୍ୱରେ ଆୟୋଜିତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଶ୍ରୀଯୂକ୍ତ ନାଏକ ନିଜ କାର୍ଯ୍ୟକାଳର ଅନୁଭୂତି ବର୍ଣ୍ଣନା କରିବା ସହ କାର୍ଯ୍ୟକାଲ ସମୟରେ ସମସ୍ତ କର୍ମଚାରୀଙ୍କ ସହଯୋଗ ଯୋଗୁଁ କୃତଜ୍ଞତା ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜାଲୋଏ ବନପାଲ ପ୍ରସନ୍ନ ନାଏକ, ସିଣ୍ଢୋଲ ବନପାଲ ଗୋପାଲ ପଣ୍ଡା, ବନରକ୍ଷୀ ଚୌଦୁରୀ ଦଲପତି, ବନମାଲି ପାଣ୍ଡେ, ଆସୁତୋଷ ହୋତା, ଶକ୍ତିରାଜ ସିଂ ଧରୁଆ, ବଳରାମ ନାଏକ, ଜୟନାରାୟଣ ମିଶ୍ରଙ୍କ ସମେତ ସମସ୍ତ ସ୍କ୍ୱାର୍ଡ ଟିମ ଉପସ୍ଥିତ ରହିଥିଲେ । ଖରାପୁରା ବନପାଲ ପଦ୍ମଲୋଚନ ଭୋଇ ଧନ୍ୟବାଦ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like