-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବ୍ରହ୍ମପୁର ବିଶବବିଦ୍ୟାଳୟ  ଅନ୍ତଃ ମହାବିଦ୍ୟାଳୟ ଓଡ଼ିଆ ବତ୍କୃତ ପ୍ରତିଯୋଗିତା

09-Dec-2021



କୋଦଳା (ଭଗବାନ ପାଢୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଇଁ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଅନ୍ତଃ ମହାବିଦ୍ୟାଳୟ ଓଡ଼ିଆ ବତ୍କୃତା ପ୍ରତିଯୋଗିତା ଆୟୋଜିତ ହୋଇଛି। ଆଜି ଦ୍ଵିତୀୟ ଦିବସରେ "ବିଶ୍ୱବିଦ୍ୟାଳୟ ଶିକ୍ଷାରେ ସଂସ୍କାର ନ ଆସିଲେ ଜାତୀୟ ବିକାଶ ଅସମ୍ଭବ" ଶୀର୍ଷକ

ବତ୍କୃତ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।୧୨ଟି ମହାବିଦ୍ୟାଳୟ ସମେତ ବିଶ୍ଵବିଦ୍ୟାଳୟର ବିଭିନ୍ନ ବିଭାଗରୁ ୩୫ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ।ଏହି ପ୍ରତିଯୋଗିତାରେ ଡ଼.ଦାଶରଥି ଭୂୟାଁ, ଡ଼.ଦେବୀପ୍ରସାଦ ଶତପଥି ଓ ଦିପ୍ତିମୟୀ ମିଶ୍ର ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ବିଚାରକ ଭାବେ ଯୋଗ ଦେଇଥିଲେ। ଜୟେନ୍ଦ୍ର ବେହେରା(ରାଜନୀତି ବିଜ୍ଞାନ) ପ୍ରଥମ ,ରତିକାନ୍ତ ବେହେରା(ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ) ଦ୍ଵିତୀୟ ଓ ରୋଜାଲିନ ପରିଡ଼ା(ରସାୟନ ବିଜ୍ଞାନ) ତୃତୀୟ ସ୍ଥାନ ଗ୍ରହଣ କରିଛନ୍ତି। କୁଳସଚିବ ସରୋଜ କୁମାର ଦାସ,ଦେବୀପ୍ରସାଦ ଦାସ, ଡ଼.ମିହିର ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

ଗତକାଲି କୁଳାଧିପତି କପ୍ ପାଇଁ ଇଂରାଜୀ ବତ୍କୃତ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।ବିଚାରକ ଭାବରେ ପ୍ରଫେସର  ନିହାର ରଞ୍ଜନ ମିଶ୍ର, ଡ଼. ଟି . ଈଶ୍ବର ରାଓ, ଡ଼.ବନ୍ଦିତା ପଣ୍ଡା ଉପସ୍ଥିତ ଥିଲେ।ଏଥିରେ ଯୋଗଦେଇଥିବା ପ୍ରତିଯୋଗୀ ମାନକ ମଧ୍ୟରୁ ପ୍ରିତିସ୍ମିତା ମହାନ୍ତି ପ୍ରଥମ, ଆଲୋକ କୁମାର ସାହୁ ଓ ପ୍ରଶାନ୍ତ କୁମାର ସାହୁ ଦ୍ଵିତୀୟ , ଦୀପ୍ତିମୟୀ ରଥ,ବି.ଗାୟତ୍ରୀ ଓ ଶୁଭଶ୍ରୀ ରାଉତ ତୃତୀୟ ସ୍ଥାନ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like