-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ରାଜ୍ୟ

ଗୋବିନ୍ଦଙ୍କ ଜାମିନ ପାଇଁ ଲଢୁଛନ୍ତି ବିଜେପି ନେତା : ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ଅଭିଯୋଗ

09-Dec-2021



ଭୁବନେଶ୍ବର : ମମିତା ପ୍ରସଙ୍ଗକୁ ନେଇ ବିରୋଧୀ ବିଧାନସଭା ହୁଲୁସ୍ତୁଲ କରୁଛନ୍ତି । ଖାସକରି ଗୃହରେ ବିଜେପି ସଦସ୍ୟ ମାନେ ପ୍ରବଳ ହଟ୍ଟଗୋଳ କରୁଛନ୍ତି । ଯେଉଁଥିପାଇଁ ଦୀର୍ଘ ୬ ଦିନ ହେବ ଗୃହ କାର୍ଯ୍ୟ ସ୍ୱାଭାବିକ ହୋଇପାରୁନି । ଏହି ପ୍ରସଙ୍ଗରେ ଦିବ୍ୟଶଙ୍କରଙ୍କୁ ବହିଷ୍କାର କରିବା ଦାବିରେ ଅଡି ବସିଛନ୍ତି ବିରୋଧୀ । କିନ୍ତୁ ବିଜେପିର ଏଭଳି ବିରୋଧକୁ ନେଇ ସାଂଘାତିକ ଅଭିଯୋଗ ଆଣିଛି ବିଜେଡି । ପ୍ରେସମିଟ୍ କରି ବିଜେପିର ଦୋମୁହାଁ ନୀତିକୁ ପଦାରେ ପକାଇଛି ବିଜେଡି । ମମିତା ପ୍ରସଙ୍ଗରେ ବିଜେପି କିଭଳି ଦୋମୁହାଁ ନୀତି ଆପଣାଇଛି ତାହାର ପ୍ରମାଣ ଦେଇଛି ବିଜେଡି । ଗୋଟିଏ ପଟେ ମମିତା ପ୍ରସଙ୍ଗରେ ବିଜେପି ବିଧାନସଭା ଚଲାଇ ଦେଉନଥିବା ବେଳେ ଅନ୍ୟପଟେ ମମିତା ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁଙ୍କୁ ଜାମିନ ଦେବାକୁ ବିଜେପି ନେତା ଉଦ୍ୟମ କରୁଥିବା କହିଛି ବିଜେଡି । ଆଉ ଏହାର ପ୍ରମାଣ ମଧ୍ୟ ଗଣମାଧ୍ୟମ ସାମ୍ନାରେ ରଖିଛନ୍ତି ବିଜେଡି ।

ମମିତା ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ ହେଉଛନ୍ତି ମୋହନ ଲାଲ ଶର୍ମା । ତେବେ ଏହି ମୋହନ ଲାଲ ହେଉଛନ୍ତି ବିଜେପିର ଜଣେ ସକ୍ରିୟ ନେତା । ବିଜେପିର ଅନେକ ବଡ ବଡ ନେତାଙ୍କ ସହ ମୋହନଙ୍କୁ ବିଭିନ୍ନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି । କେନ୍ଦ୍ରମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଜେପିର ଟାଣୁଆ ନେତା କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଅନେକ କାର୍ଯ୍ୟକ୍ରମରେ ମୋହନଙ୍କୁ ଦେଖିବାକୁ ମିଳିଛି । ଏପରିକି ବିଜେପି ପୋଷ୍ଟରରେ ସେ ଶୁଭେଚ୍ଛା ବାର୍ତ୍ତା ଦେଉଥିବାର ଦେଖାଯାଇଛି । ୨୦୦୯ ଓ ୨୦୧୯ରେ କଣ୍ଟାବାଞ୍ଝିରୁ ବିଜେପି ପ୍ରାର୍ଥୀ ହେବା ଲାଗି ମଧ୍ୟ ଦୌଡରେ ଥିଲେ ମୋହନ । କିନ୍ତୁ ଏବେ ମମିତା ହତ୍ୟା ମାମଲାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କିଭଳି ଜାମିନ ମିଳିବ ସେ ବାବଦରେ ଉଦ୍ୟମ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like