-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||     

HOME   ଜିଲ୍ଲା

ପବିତ୍ର ଜନ୍ମଦିନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

09-Dec-2021



ବରଗଡ/ଭେଡେନ(ନିରଞ୍ଜନ ତ୍ରିପାଠୀ) : :-ବିଜୁ ଜନତା ଦଳ ର ମହିଳା ସଭାନେତ୍ରୀ ଓଡ଼ିଶାର ଲୋକପ୍ରିୟ ବିଧାୟିକା ଙ୍କ ଜନ୍ମଦିନ ପାଳନ ଅବସରରେ ଭେଡେନ ବ୍ଳକ ସ୍ଥିତ କୃଷକ ଭବନ  ସହରାଟିକ୍ରା ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ଓଡ଼ିଶା ମୋ ପରିବାର ର

ସଂଯୋଜକ ଶ୍ରୀମାନ ଗୌରହରି ମିଶ୍ର,ଆରଏମସି ସମ୍ପାଦକ ଦୁର୍ଗାପ୍ରସାଦ ଛୁରିଆ, ବିଜେଡି ବ୍ଳକ ସଭାପତି ହରିଶଙ୍କର ବେହେରା, ଭେଡେନ ବ୍ଳକ ଅଧ୍ୟକ୍ଷ ଡୋଲାମଣୀ କ୍ଷେତି, ଅତାବିରା ବ୍ଳକ ଅଧ୍ୟକ୍ଷା ରୀତା ସାହୁ, ପୂର୍ବତନ ପ୍ରଧାନମନ୍ତ୍ରୀ ଶିକ୍ଷକ ଲମ୍ବୋଦର ହୋତା,ଅବସର ପ୍ରାପ୍ତ ଶିକ୍ଷକ ଶିବ ପ୍ରସାଦ ହୋତା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ରଞ୍ଜିତ ଭୋଇ,

ସମାଜସେବୀ ଗଣେଶ ସାହୁ,ଜିଲ୍ଳା ଯୁବ ସମ୍ପାଦକ ଅରବିନ୍ଦ ହୋତା, ବରିଷ୍ଠ ନେତା ତୋଷବନ୍ତ ବେହେରା,ସରପଞ୍ଚ ସଂଘ ସଭାପତି ସୁଶାନ୍ତ ସାହୁ, ବ୍ଳକ ମହିଳା ସଭାନେତ୍ରୀ ସୁଧାମୟୀ ମେହେର, ବ୍ଳକ ଛାତ୍ର ସଭାପତି ସୁଶିଲ ବୁଧିଆ ପ୍ରମୁଖ ଯୋଗଦାନ କରି ସ୍ନେହାଙ୍ଗିନୀ ଙ୍କ ଦିର୍ଘାୟୁ କାମନା କରିଥିଲେ lଜନ୍ମଦିନ ସ୍ମୃତି କୁ ମନେପକାଇ ଆୟୋଜିତ ଏହି ରକ୍ତଦାନ ଶିବିରରେ ସମୁଦାୟ ୮୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l ଏ ପରିପ୍ରେକ୍ଷୀରେ ଏକ ଭଜନ ସମାରୋହ ଅନୁଷ୍ଠିତ ମଧ୍ୟ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026

You Might Also Like