-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନୟାଗଡ଼ : ବଙ୍ଗୀୟ ମହିଳା ଙ୍କୁ ଉଦ୍ଧାର କଲା ପୋଲିସ

09-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)::ନୟାଗଡ ଜିଲ୍ଲା ଗଣିଆ ବ୍ଳକ ଅନ୍ତର୍ଗତ ବେଲପଡା ପାଟଣା ମଙ୍ଗଳା ମନ୍ଦିର ନିକଟରେ ଜଣେ ମହିଳା ପ୍ରବଳ ବର୍ଷା ରେ ବୁଲୁଥିଲେ | ତାଙ୍କ ବେଶଭୂଷା ଏବଂ ଚାଲିଚଳନ ଦେଖି ସ୍ଥାନୀୟ ଲୋକେ ସନ୍ଦେହ କରିଥିଲେ | ଉକ୍ତ ଗ୍ରାମର ସାମାଜିକ କର୍ମୀ ତପୁ ପଟ୍ଟନାୟକ ଉକ୍ତ ମହିଳା ଙ୍କ ବିଷୟରେ ସ୍ଥାନୀୟ ପୋଲିସ ଏବଂ ପ୍ରେସ କ୍ଳବ ର ସଭାପତି ଙ୍କୁ ଖବର ଦେଇଥିଲେ | ଖୁବ କମ ସମୟରେ ଘଟଣାସ୍ଥଳରେ ପ୍ରେସ କ୍ଳବ ର ସଭାପତି ଦେବୀ ପ୍ରସାଦ ଦାଶ, ସମାଜସେବୀ ଆନନ୍ଦ ଚନ୍ଦ୍ର ବେହେରା, ଉଷା ପଟ୍ଟନାୟକ ଏବଂ କିଛି ଗଣମାଧ୍ୟମ ପ୍ରତିନିଧି ପହଁଞ୍ଚି ଥିଲେ | ମହିଳା ଜଣକ ବଙ୍ଗଳା ଭାଷା ରେ କଥାବାର୍ତା କରୁଥିଲେ  ହେଲେ  କୌଣସି ପ୍ରଶ୍ନ ର ସଠିକ ଉତ୍ତର ଦେଉନଥିଲେ | ଏପରିକି ନିଜର ପରିଚୟ ଏବଂ ଠିକଣା ମଧ୍ୟ ସଠିକ ଦେଉନଥିଲେ | ଗଣିଆ ଥାନା ଅଧିକାରୀ ବିମଳ କୁମାର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ମହିଳା ଙ୍କୁ ଉଦ୍ଧାର କରିଛନ୍ତି | ନୟାଗଡ଼ ୱାନ ସ୍ଟେପ ସେଣ୍ଟର କୁ ଉକ୍ତ ବଙ୍ଗୀୟ ମହିଳା ଙ୍କୁ ପଠାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like