-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

କୃଷକ ମାନଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ

09-Dec-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ):ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ଗୋରୁ ବଜାର ପ୍ରାଙ୍ଗଣରେ ରାଜବୋଡାସମ୍ବର କୃଷକ ସଂଗଠନର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି l କରମଚାନ୍ଦ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ସଂପ୍ରତି ଚଳିତ ବର୍ଷ ଖରିଫ ଫସଲ ପାଇଁ ଅଞ୍ଚଳର ଚାଷୀ ମାନେ ନିଜ ଫସଲକୁ ବୀମାଭୁକ୍ତ କରିଥିଲେ l ଦୁର୍ଭାଗ୍ୟକୁ ଚଳିତ ବର୍ଷ ଇନ୍ଦ୍ରଦେବଙ୍କ କୋପଦୃଷ୍ଟି ହେତୁ ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଅଞ୍ଚଳ ରେ ଭୟାବହ ମରୁଡି ଗ୍ରାସକଲା l ବୀମା ଦାୟିତ୍ଵରେ ଥିବା ଏଚଡିଏଫସି କମ୍ପାନୀ ତାର ଗାଇନଲାଇନକୁ ପ୍ରତ୍ୟାଖ୍ୟାନ କରି ମନମୁତାବକ ପ୍ରିମିୟମ ଖାରଚ କରି ଚାଲିଛି ଲ ଗାଇଡଲାଇନ ଅନୁସାରେ ବୀମା ଭରିବାର ୧୫ ଦିନ ମଧ୍ୟରେ ଋଣୀଚାଷୀଙ୍କ ପାଇଁ ଏବଂ ୩୦ ଦିନ ଭିତରେ ଅଣଋଣୀ ଚାଷୀଙ୍କ ବୀମା ଗ୍ରାହ୍ୟ କିମ୍ବା ଅଗ୍ରାହ୍ୟର ସମୟସୀମା ଉଲ୍ଲେଖଖନୀୟ ହୋଇଅଛି କିନ୍ତୁ ପ୍ରିମିୟମ ନେବାର ଦିର୍ଘ ୪ ରୁ ୫ ମାସପରେ ଏବେ ବୀମା ପ୍ରିମିୟମକୁ ଅଗ୍ରାହ୍ୟ କରିଚାଲିଛି lଏହାକୁ ନେଇ ଚାଷୀଙ୍କ ମଧ୍ୟ ରେ ତିବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି lଉକ୍ତ ପ୍ରସଙ୍ଗକୁ ନେଇ ବ୍ୟାପକ ଆଲୋଚନା ପ୍ରଯ୍ୟାଲୋଚନା ପରେ ସଂଗଠନ ଏକ ନିଷ୍ପତ୍ତି ନେଇଛି lଆସନ୍ତା ୧୫.୧୨.୨୦୨୧ଦିନ ପଦ୍ମପୁର ଠାରୁ ଏକ ବିରାଟ ବାଇକ ରାଲିରେ ବାହାରି ବରଗଡ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଛି lଏହି ବୈଠକରେ ଜୟକିଶାନ ଆନ୍ଦୋଳନର ରମେଶ ମହାପାତ୍ର, ସଂଗଠନର ଆବାହକ ଅଶୋକ କୁମାର ସାହୁ, ରୋହିତ ପ୍ରଧାନ, ଶୁକଦେବ ମେହେର, ସଂଗଠନର ଉପଦେଷ୍ଟା ତଥା ଯୁବ ଓକିଲ ଅଜିତ ଶତପଥି, ଚିନ୍ମୟ ପଣ୍ଡା, ବାଳକୃଷ୍ଣ ବନଛୋର,ମଳୟ ଭୋଇ, ନାରାୟଣ ବେହେରା,ଧନମାଳୀ ହାତୀ,ବିରନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like