-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଓସିଏ ଭିଜନ୍ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍  ଟିଟିଲାଗଡ଼ ବିଜୟୀ

09-Dec-2021



ବଲାଙ୍ଗିର(ପ୍ରେରଣା ଖବର)-ଗାନ୍ଧି ଷ୍ଟାଡିୟମଠାରେ ଚାଲିଥିବା ଓସିଏ ଭିଜନ ୨୦୨୪ ସିନିୟର ଇଣ୍ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍ ସୁପରଲିଗର ଦ୍ୱିତୀୟ ମ୍ୟାଚ ଟିଟିଲାଗଡ଼ ଓ ୟଙ୍ଗ ଷ୍ଟୁଡେଣ୍ଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍ ଜିଣି ଟିଟିଲାଗଡ଼ ପ୍ରଥମେ ୟଙ୍ଗ ଷ୍ଟୁଡେଣ୍ଟ ଦଳକୁ ବ୍ୟାଟିଂ କରିବା ପାଇଁ ଆମନ୍ତ୍ରଣ କରିଥିଲେ । ୟଙ୍ଗ ଷ୍ଟୁଡେଣ୍ଟ ଦଳ ପକ୍ଷରୁ ୪୯.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୫୯ ରନ୍ ସଂଗ୍ରହ କରିଥିଲେ । ଦଳ ପକ୍ଷରୁ ପଲ୍ଲବ ନାଗ ସର୍ବାଧିକ ୩୮ରନ୍ ଓ ମାନସ ମିଶ୍ର ୨୦ ରନ୍ ସଂଗ୍ରହ କରିଥିଲେ । ୟଙ୍ଗ ଷ୍ଟୁଡେଣ୍ଟ ଦଳ ବିକି ନାଗ ଓ ଶୈଲେସ ପଟ୍ଟନାୟକଙ୍କ ସଠିକ ବୋଲିଂର ମୁକାବିଲା କରିପାରିନଥିଲେ ଫଲରେ ବଡ଼ ସ୍କୋର କରିବାକୁ ସକ୍ଷମ ହୋଇନଥିଲେ । ଟିଟିଲାଗଡ଼ ଦଳ ପକ୍ଷରୁ ବିକି ନାଗ ୩ ଗୋଟି ଉଇକେଟ ଓ ଶୈଲେସ ପଟ୍ଟନାକୟ ୨ ଗୋଟି ଉଇକେଟ ଅକ୍ତିଆର କରିଥିଲେ । ୧୬୦ ରନ୍‌ର ବିଜୟ ଲକ୍ଷକୁ ନେଇ ପଡିଆକୁ ଓହ୍ଳାଇଥିବା ଟିଟିଲାଗଡ଼ ଦଳ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟାୟ ସତ୍ତ୍ୱେ ୩୨.୨ ଓଭରରେ ୪ ଉଇକେଟ ବିନିମୟରେ ଆବଶ୍ୟକ ରନ୍ ସଂଗ୍ରହ କରି ବିଜୟୀ ହୋଇଥିଲେ । ଟିଟିଲାଗଡ଼ ଦଳ ପକ୍ଷରୁ ଶୈଲେଶ ପଟ୍ଟନାୟକ ଅପରାଜିତ ୭୬ ରନ୍ ଓ ରୋହିତ କୁମାର ୩୮ ରନ୍ ସଂଗ୍ରହ କରିଥିଲେ । ୟଙ୍ଗ ଷ୍ଟୁଡେଣ୍ଟ ଦଳ ପକ୍ଷରୁ ପଲ୍ଲବ ନାଗ ୨ ଗୋଟି ଉଇକେଟ ଅକ୍ତିଆର କରିଥିଲେ ଏତ୍‌ତ ବ୍ୟତିତ ଅନ୍ୟ କୌଣସି ବୋଲର ଟିଟିଲାଗଡ଼ ଦଳର ବ୍ୟାଟ୍ସମ୍ୟାନ ମାନଙ୍କୁ ବିଶେଷ ପ୍ରଭାବ ପକାଇ ପାରି ନଥିଲେ । ଆଜିର ଏହି ମ୍ୟାଚରେ ଶୈଲେସ ପଟ୍ଟନାୟକଙ୍କ ଅଲରାଉଣ୍ଡର ପ୍ରଦର୍ଶନ ଯୋଗୁଁ ଶ୍ରେଷ୍ଠ ଖେଳାଳୀଭାବେ ଘୋଷିତ କରାଯାଇଥିଲା । 
    ଆଜିର ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପାୟାର ପୃଥ୍ୱୀରାଜ ମିଶ୍ର ଓ  ରାଜେନ୍ଦ୍ର ସେଠ୍ ପରିଚାଲନା କରିଥିବା ବେଳେ ଅନଲାଇନ ସ୍କୋରର୍ ଓ ମେନୁଆଲ ସ୍କୋରର୍ ଭାବେ ଜଗପତି ନାଏକ ଦାୟିତ୍ୱ ତୁଲାଇଥିଲେ ।    
    ଆସନ୍ତା କାଲି ଶୁକ୍ରବାର ସୁପର ଲିଗ୍‌ର ତୃତୀୟ ମ୍ୟାଚଟି ୟଙ୍ଗ ଷ୍ଟୁଡେଣ୍ଟ ଓ ନବକିଶୋର ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହେବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like