-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଖେଳ

ସହୀଦ ବାଜି ରାଉତ କ୍ଳବ ର ୧୮ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ପଞ୍ଚମ ଦିବସ

09-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଭରୁଆପାଲି ଗାଁ ରେ ସହୀଦ ବାଜି ରାଉତ କ୍ଳବ ପକ୍ଷରୁ ଚାଲିଥିବା ୧୮ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ପଞ୍ଚମ ଦିନ ରେ ପହଞ୍ଚି ଅଛି। ଆଜି ଏହି ପ୍ରତିଯୋଗିତାରେ ପ୍ରଥମ ରାଉଣ୍ଡ ରେ କର୍ଲାକୋଟ ଦଳ ଓ ମୌସୁମ ୱରିଅର ବଲାଙ୍ଗିର ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ଏଥିରେ ବଲାଙ୍ଗିର କୁ ଗୋଟିଏ ଗୋଲ ଦେଇ କର୍ଲାକୋଟ ଦଳ ବିଜୟ ହାସଲ କରିଛି। ଦ୍ଵିତୀୟ ରାଉଣ୍ଡ ରେ ଜରିଙ୍ଗ ଓ ବୋଡାସମ୍ବର ପଦ୍ମପୁର ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ଏଥିରେ ପଦ୍ମପୁର କୁ ଦୁଇ ଗୋଲ୍ ଦେଇ ଜରିଙ୍ଗ ବିଜୟ ଲାଭ କରିଥିଲା। ଆଜି ର ଖେଳ ରେ ମୁଖ୍ୟ ଅତିଥି ଭାବେ ନୁନହାଡ ସମିତି ସଭ୍ୟ ତଥା ଭରୁଆପାଲି ସରପଞ୍ଚ ଙ୍କ ସ୍ବାମୀ ପୁରୁନ୍ଦର ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟ କୁ ଆଗେଇ ନେଇଥିଲେ। ସମ୍ମାନୀତ ଅତିଥି ଭାବେ ଶ୍ରୀ ଯୁକ୍ତ କ୍ଷେତ୍ର ଛତ୍ରିଆ ପୂର୍ବତନ ଖେଳାଳୀ ତଥା ଗାଁ ଗନ୍ତିଆ,ଥବିର ଛତ୍ରିଆ ପ୍ରଧାନ ଶିକ୍ଷକ ଭରୁଆପାଲି ସରକାରୀ ଉଚ୍ଚ ବିଦ୍ୟାଳୟ,ସୁଦଣ୍ଡ ପ୍ରସାଦ ନନ୍ଦ ସହକାରୀ ଶିକ୍ଷକ,ସୃତି ରଞ୍ଜନ ସ୍ବାଇଁ ସରକାରୀ ଶିକ୍ଷକ, ରାକେଶ ଚନ୍ଦ୍ର ସ୍ବାଇଁ ସହକାରୀ ଶିକ୍ଷକ,ଅଞ୍ଜୟ ମେହେର ସହକାରୀ ଶିକ୍ଷକ,ଗୁରୁ ପ୍ରସାଦ ଛତ୍ରିଆ ପ୍ରଧାନ ଶିକ୍ଷକ ପ୍ରାଥମିକ ବିଦ୍ୟାଳୟ ମହନୀଲହ, କାର୍ତ୍ତିକ ବନଛୋର ପୂର୍ବତନ ସମିତି ସଭ୍ୟ,ବସୁ ନାଏକ ସହକାରୀ ଶିକ୍ଷକ, ବୃନ୍ଦାବନ ପୁଟେଲ ଏକ୍ସ ଲାଇନ୍ ମେନ୍ ପ୍ରମୁଖ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରୁଥିଲେ। ଆସନ୍ତା କାଲି କର୍ଲାକୋଟ ଦଳ ଓ ଜରିଙ୍ଗ ବରଗଡ଼ ଦଳ ମଧ୍ୟରେ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ସଭାପତି ସୀତାରାମ ମହାଖୁଡ ଓ ସମ୍ପାଦକ ଶଙ୍କର କରୁଆଁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like