-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଖେଳ

ପ୍ରଥମ ଭେଟ୍ରାନ୍ ଓ ୟୁଥ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ  ଚତୁର୍ଥ ଦିବସ- ଭେଟ୍ରାନ ବ୍ଳୁଷ୍ଟାର ଓ ୟୁନାଇଟେଡ କଲେଜଛକ ଦଳ ବିଜୟୀ 

09-Dec-2021



ବଲାଙ୍ଗିର,(ପ୍ରେରଣା ଖବର) ଭେଟ୍ରାନ୍ ଟୁର୍ଣ୍ଣାମେଣ୍ଟ କମିଟି କଲେଜ ଛକ ବଲାଙ୍ଗିର ଆନୁକୁଲ୍ୟରେ ଆଜି ସ୍ଥାନୀୟ ମିଶନ୍ ଖେଳ ପଡିଆଠାରେ ଚତୁର୍ଥ ଦିବସରେ ପ୍ରଥମ ଖେଳରେ ଭେଟ୍ରାନ ବ୍ଳୁଷ୍ଟାର ୨-୦ ଗୋଲରେ ଖଲିଆପାଲି ଭେଟ୍ରାନକୁ ହରାଇ ବିଜୟୀ ହୋଇଛି । ପୃଷ୍ଟପୋଷକ ଅମନ ନାଗ ଓ କମିଟି ସଭାପତି ପ୍ରଭାତ ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଫୁଟବଲ ଖେଳରେ ମୁଖ୍ୟ ଅତିଥିଭାବେ ସମାଜସେବୀ ପ୍ରମୋଦ କୁମାର ବାରିକ ଯୋଗଦେଇଥିବା ବେଳେ କ୍ରୀଡାବିତ ଜ୍ୟୋତିରାଜ ନାଗ ସମ୍ମାନିତ ଅତିଥିଭାବେ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରଖୁଲ୍ଲ ବର୍ଗତ୍ତୀ, ଜିତୁ ଦଲାଇ, ଅବଦୁଲ ମୁଜିବ ଓ ସୁଶାନ୍ତ ନାଗ

ରେଫରୀ ଦାୟିତ୍ୱ ତୁଲାଇଥିଲେ । ଖଲିଆପାଲି ଭେଟ୍ରାନ ଗୋଲକିପର ମାଧୁର୍ଯ୍ୟ ପାଣ୍ଡେଙ୍କୁ କ୍ରୀଡା ନୈପୁଣ୍ଣ୍ୟ ପାଇଁ ପୃଷ୍ଠପୋଷକ ଅମନ ନାଗ ଅର୍ଥରାଶି ପୃରସ୍କୃତ କରିଥିଲେ । 
    ସେହିପରି ୟୁଥ ଖେଳରେ ୟୁନାଇଟେଡ କଲେଜ ଛକ ବନାମ ଅମାମୁଣ୍ଡା ଖେଳ ନିଦ୍ଧାରିତ ସମୟ ମଧ୍ୟରେ ଡ୍ର ରହିଥିଲା । ଟ୍ରାଇବ୍ରେକରରେ ୟୁନାଇଟେଡ କଲେଜଛକ ୪-୩ ଗୋଲରେ ବିଜୟୀ ହୋଇଥିଲା । ମୁଖ୍ୟ ଅତିଥିଭାବେ ପୁର୍ବତନ ପୌରପରିଷଦର ଅଧ୍ୟକ୍ଷ ପ୍ରଦୀପ କୁମାର ସାହୁ, ଯୋଗଦେଇଥିଲେ । ଖେଳକୁ ସୁଦୟ ବାରିକ, ସୁଶାନ୍ତ ନାଗ, ନରସିଂସ୍ୱାମୀ ନାଇଡୁ ଓ ପ୍ରଫୁଲ୍ଲ ବଗର୍ତ୍ତୀ ପରିଚାଲନା କରିଥିଲେ । କମିଟିର ସମ୍ପାଦକ ହେମନ୍ତ ବେହେରା, କୋଷାଧ୍ୟକ୍ଷ ଗମନିଏଲ ନାଗ୍‌, ପ୍ରଦୋସ କୁମାର ଦାସ, ସୁବୋଧ ବାଗ, ଶ୍ରୀଧର ସେଠ୍‌, ବିରେନ୍ଦ୍ର ସୁନା, ସାନ୍ତନୁ ନାଗ, ସର୍ଜୁ ନାଗ, ଏନ୍ ଗାବ୍ରିଏଲ ଜେମ୍ସ, ପ୍ରଦ୍ୟୁମ୍ନ ନନ୍ଦ, ଦୁର୍ବାଦଳ ମହାକୁର, ବିଶ୍ୱଜିତ ପାଲ, ଡ. ସିଦ୍ଧେଶ୍ୱର ମିଶ୍ର, ସୁନିଲ ବିଶ୍ୱାଲ, ଜିବନ ସୁନା, ମନୋଜ ନନ୍ଦ ପ୍ରମୁଖ ସହଯୋଗ କରିଥିଲେ । 

 ଶୁକ୍ରବାର ଦିନ ପ୍ରଥମ ଖେଳ ରୁରାଲ ଷ୍ଟାର ସଦାଇପାଲି ଭେଟ୍ରାନ୍ ବନାମ କଲେଜ ଛକ ଭେଟ୍ରାନ୍ ଓ ଦ୍ୱିତୀୟ ୟୁଥ ଖେଳ କୁଶଙ୍ଗ ବନାମ ଖଲିଆପାଲି ମଧ୍ୟରେ ପ୍ରଥମ ସେମିଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ହେମନ୍ତ କୁମାର ବେହେରା ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like