-+91-9937148622 |
prerana_bgr@rediffmail.com |
Wednesday 29th April 2026 |
R.N.I. Regd No. ODIODI/2010/46693
Breaking News
09-Dec-2021
ବଙ୍ଗୋମୁଣ୍ଡା: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକକୁ ବଲାଙ୍ଗୀର ଜିଲ୍ଲାପାଳ ଚଂଚଳ ରାଣା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି । ପ୍ରଥମେ ଗୁହୁରିଆ ପଥରଚମାର ମେହେର ଉଚ୍ଚ ବିଦ୍ୟାଳୟକୁ ୫-ଟି ସ୍କୁଲରେ ଆନ୍ତର୍ଭୁକ୍ତ କରିଛନ୍ତି । ପରେ ଶ୍ରୀ ରାଣା ଭାଲୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ନବନିର୍ମିତ କୋଠା ଉଦ୍ଘାଟନ କରିଥିଲେ । ଏଥିରେ ଜିଲ୍ଲାପାଳ ମୁଖ୍ୟ ଅତିଥି, ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣି ସୁନାନୀ ସମ୍ମାନିତ ଅତିଥି ଜିଲ୍ଲା ଶିକ୍ଷାଧିକାରୀ ରିପୁନାଥ ସୁନା, ଭାଲୁମୁଣ୍ଡା ସରପଂଚ ଉପେନ୍ଦ୍ର ମେହେର ଉପସ୍ଥିତ ଥିଲେ ।