-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଘର ପୋଡ଼ି କୁ ନେଇ ୧୧ଜଣ ଙ୍କ ନାଁ ରେ ଏତଲା

08-Nov-2020



ଭଦ୍ରକ, (ଦୀପକ କୁମାର ଷଡଙ୍ଗୀ)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ବର୍ଚ୍ଚିକୟାଁ ପଂଚାୟତ ଅନ୍ତର୍ଗତ ବିଶଲକଣା ଗ୍ରାମର ଜନୈକ ବ୍ୟକ୍ତିଙ୍କ ଦୁଇ ଗୋଟି ଆଜବେଷ୍ଟସ ଘର ପୋଡ଼ି ନଷ୍ଟ ହୋଇଯିବା ଅଭିଯୋଗରେ ଆଗରପଡ଼ା ଥାନାରେ ଉକ୍ତ ଗ୍ରାମର ୧୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ; ବଡ଼ବର୍ଚ୍ଚିକୟାଁ ପଂଚାୟତ ଅନ୍ତର୍ଗତ ବିଶଲକଣା ଗ୍ରାମର ସୁରେଶ ଚନ୍ଦ୍ର ଖିଲାର ଶୁକ୍ରବାର ଭୋର ପ୍ରାୟ ୩/୪ଟା ସମୟରେ ତାଙ୍କ ହତା ଭିତରେ ଥିବା ଦୁଇ ଗୋଟି ଆଜବେଷ୍ଟସ ଘରେ କେହି ଅସାମାଜିକ ବ୍ୟକ୍ତି ନିଆଁ ଲଗାଇ ଦେଇଥିବାର ସେ ବାହାରକୁ ପରିସ୍ରା କରିବା ପାଇଁ ଆସିଥିବା ବେଳେ ଦେଖିବାକୁ ପାଇଥିଲେ । ଘର ଦୁଇଟି ଜଳୁଥିବା ଦେଖି ସେ ତାଙ୍କ ପରିବାର ବର୍ଗଙ୍କୁ ଡ଼ାକିବା ପରେ ଗ୍ରାମର କିଛି ଲୋକ ଆସି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ଓ ଦମକଳ ମଧ୍ୟ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲା । ଆଜବେଷ୍ଟସ ଗୃହ ଭିତରେ ଟ୍ରକରେ ଲାଗିବା ପାଇଁ ୪ ଗୋଟି ନୂଆ ଟାୟାର, କିଛି ଶାଳ କାଠ ଏବଂ ପୁରୁଣା ରୋଷେଇ ସରଂଜାମ ଥିଲା । ଯାହାର ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଉଦ୍ଦ୍ୱର୍ ହେବ । ପୂର୍ବରୁ ଗ୍ରାମରେ ଘଟିଥିବା ଗଣ୍ଡଗୋଳକୁ ନେଇ ପୁଲିସ କେସ ହୋଇ ଅଛି । ଏହି କେସରେ ୬ ଜଣ ମୁଦାଲା ଅଛନ୍ତି । ସେମାନେ ଆକ୍ରୋସ ମୂଳକ ଭାବେ ଉକ୍ତ ଗୃହକୁ ପୋଡ଼ିଥିବାର ନେଇ ସେ ଥାନାରେ ଅଭିଯୋଗ କରିଥିଲେ । ଶ୍ରୀ ଖିଲାରଙ୍କ ଅଭିଯୋଗକୁ ଭିତ୍ତି କରି ଆଗରପଡ଼ା ଥାନା କେସ ନଂ ୧୨୯/୨୦ରେ ପୁଲିସ ଉକ୍ତ ଗ୍ରାମର ବସନ୍ତ ଜେନା, ବିଷ୍ଣୁମୋହନ ବେହେରା, ସୁରେଶ ନାୟକ, ହରିହର ଖିଲାର, ମଧୂସୂଦନ ମହାନ୍ତି, ବିଷ୍ଣୁମୋହନ ମହାନ୍ତି, ଶଙ୍କର୍ଷଣ ମହାନ୍ତି, ସଂଧ୍ୟାରାଣୀ ମହାନ୍ତି, ଚମ୍ପାବତୀ ଜେନା, ରାକେଶ ମହାନ୍ତି ଏବଂ ବସନ୍ତ ଖିଳାର ଏହିପରି ୧୧ ଜଣଙ୍କ ନାମରେ ମାମଲା ରୁଜୁୁ କରି ତଦନ୍ତ ଜାରି ରଖିଥିବାର ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like