-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||     

HOME   ଜିଲ୍ଲା

ଗୁଡ ନିୟୁଜ ହେଲଥ୍ କେୟାର ଓ ଏଫ୍ ଏଚ ଡି ଇଣ୍ଡିଆ ପକ୍ଷରୁ ମାଗଣା ଚିକିତ୍ସା ଶିବିର

09-Dec-2021



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ରେ ଏଫ୍ ଏଚ ଡି ଓ ଦେଓଗାଁ ଏମ୍ ଏଚ ୟୁ ର ମିଳିତ ଉଦ୍ୟମରେ ମାଗଣା ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଅଛି। ଗତକାଲି ଦେଓଗାଁ ବ୍ଲକ ଫଟାମୁଣ୍ଡା ଗାଁ ର ୮୩ ଜଣକୁ ମାଗଣା ଚିକିତ୍ସା କରିବା ସହ ମାଗଣା ଔଷଧ

ବିତରଣ କରାଯାଇଥିବା ବେଳେ ଆଜି ବଲାଙ୍ଗିର ବ୍ଳକ ଶିକାଛିଡା ପଞ୍ଚାୟତ ରତାଖଣ୍ଡି ଗାଁ ର ୫୦ ଜଣ ପୁରୁଷ ଓ ମହିଳା ଙ୍କୁ ମାଗଣା ଚିକିତ୍ସା କରିବା ସହ ମାଗଣା ଔଷଧ

ବିତରଣ କରାଯାଇଥିବା ଜଣାପଡ଼ିଛି। ଡଃ ନିହାର ରଞ୍ଜନ ପଟ୍ଟନାୟକ ଚିକିତ୍ସା କରିଥିବା ବେଳେ ଗୁଡ଼ ହେଲଥ କେୟାର ର ଆନ୍ତର୍ଜାତିକ ଡୋନର ମାନେ ମଧ୍ୟ ଉପସ୍ଥିତ ଥିଲେ। ବଲାଙ୍ଗିର ରେଞ୍ଜର କେଶବ କିଶୋର ନାୟକ,ସେବା ସମିତି ଏନ୍ ଜି ଓ ର ଦାନିଏଲ ସୁନା , ରମଣୀ ରଞ୍ଜନ ବରାଡ, ଅନୁରାଗ ନନ୍ଦ, ହିମାଂଶୁ ଶେଖର ନାଗ,ବିଭୁଦତ୍ତ ନନ୍ଦ, ସଞ୍ଜିବ କୁମାର ନନ୍ଦ, ବନାନୀ ଶ୍ରୀ ଚୌହାନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026

You Might Also Like