-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କୈଲାସୀ ଯାତ୍ରାର ଅନ୍ତିମ ପର୍ବ କିଷ୍ଟାଇବଟା ଯାତ୍ରା ସମ୍ପନ୍ନ

10-Dec-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ) ସୋନପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ତ ଅନ୍ତର୍ଗତ କେନଝରିଆପାଲି ଠାରେ ଗତକାଲି ତୃତୀୟ ଗୁରୁବାର ସଂନ୍ଧ୍ଯାରେ ଉତ୍ସାହ ଓ ଉଦ୍ଦିପନାର ସହ କୈଲାସୀ ଯାତ୍ରାର ଅନ୍ତିମ ପର୍ବ କିଷ୍ଟାଇ ଯାତ୍ରା ସମ୍ପନ୍ନ ହୋଇଯାଇଛି।ସଂଧ୍ଯା ସମୟରେ କୈଲାସୀ ମନ୍ଦିରରୁ(କୁଠି) ପଞ୍ଚବାଦ୍ଯର ତାଳେ ତାଳେ ହରିବୋଲ,ହୁଳହୁଳି,ଘଣ୍ଟ,ଶଙ୍ଖର ଧ୍ୱନି ମଧ୍ଯରେ ବରୁଆଙ୍କ ଶରୀରରେ ଦେବୀ ପ୍ରବେଶ କରିଥିଲେ।ମନ୍ଦାର ମାଳ ଓ ଡହନା ସୁଗନ୍ଧରେ ଚାରି ଦିଗ ମହକି ଉଠୁଥିବା ବେଳେ ଚତି,ଛତ୍ର,ଆୟୁଟ,ଚାମର ଯାତ୍ରାର ଶୋଭା ବର୍ଦ୍ଧନ କରୁଥିଲା।ବହୁ ଦିନରୁ ଏହି ପର୍ବ ପାଳିତ ହେଉଥିବା ବେଳେ ଏହାକୁ

ଦେବୀଙ୍କ ଶଶ୍ୱୁର ଘର ବାହୁଡା ଯାତ୍ରା କୁହାଯାଏ।ଧୁନକେଲ ବାଦ୍ୟର ତାଳେ ତାଳେ ବରୁଆ ମାନେ ଝିଅ ବିଦାୟ ଭଳି ବାହୁନି ବାହୁନି କାନ୍ଦି ଗୀତ ଗାଈ ନାଚିଥିଲେ।ସାଂକେତିକ ଭାବରେ ଛୋଟ ଛୋଟ ଭୁଗା ଟୁପା ମାନଙ୍କରେ ଲିଆ, ହୁରୁମ ଓ ଅନ୍ୟାନ୍ୟ ଆୟୋ ଅଳଙ୍କାର ସହ ଭାରୁଆ ମାନେ ତାଙ୍କ ପଛେ ପଛେ ଚାଲିଥିଲେ l ଗାଁର ସ୍ତ୍ରୀ ଲୋକମାନେ ତାଙ୍କୁ ସ୍ୱାନ୍ତନା ଦେଇ ପୂଜାକରି ଧୂପ ଦୀପ  ପ୍ରଦାନ କରି ଭକ୍ତି ଅର୍ଘ୍ଯ ଅର୍ପଣ କରିଥିଲେ।ଗ୍ରାମ ପରିକ୍ରମା କଲାବେଳେ ମହିଳା ଓ ପୁରୁଷ ତଥା ଭକ୍ତମାନେ ମିଳିମିଶି ଦେହୁରୀ ଘରକୁ ଯାଇ ତାଙ୍କୁ  ବିଦାୟ  ଦେଇଥିଲେ l ମଧ୍ୟ ରାତ୍ରିରେ ଦେବୀଙ୍କର ନିଶା ପୂଜା ହୋଇ ପଶୁ ବଳି ଦିଆଯାଏ ଓ କନ୍ୟା ଯାତ୍ରୀ ଭକ୍ତମାନେ ତାହାର ପ୍ରସାଦ ସେବନ କରିବାର ରୀତି ମଧ୍ୟ ପ୍ରଚଳିତ ରହିଛି।ଆଞ୍ଚଳିକ ଭାଷାରେ ଲୌକିକ ମତରେ ଏହାକୁ କିଷ୍ଟାଇ ବଟା ପର୍ବ ବୋଲି କୁହାଯାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like