-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

୨ ଦିନିଆ ଦେଶବ୍ଯାପୀ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ ରାଜ୍ୟସ୍ତରୀୟ କନଭେନସନ

08-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ମୋଦି ସରକାରଙ୍କ ଶ୍ରମିକ- କୃଷକ ବିରୋଧୀ ଏବଂ ଜନବିରୋଧୀ ନୀତି ବିରୁଦ୍ଧରେ ଆସନ୍ତା ନଭେମ୍ବର ୨୬ଓ ୨୭ ଦୁଇ ଦିନ ଦେଶବ୍ଯାପୀ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ ଭାରତର ଟ୍ରେଡ୍ ୟୁନିୟନ କେନ୍ଦ୍ର (ସିଆଇଟିୟୁ),ଓଡିଶା କୃଷକ ସଭା (ଏ ଆଇ କେ ଏସ) ଓ ସର୍ବଭାରତୀୟ କୃଷି ଶ୍ରମିକ ସଂଘ (ଏ ଆଇଏଡବ୍ଲ୍ୟୁ ୟୁ)ପକ୍ଷରୁ ଭୁବନେଶ୍ଵର ଜୟଦେବ ବିହାର ସ୍ଥିତ ଉତ୍କଳମଣି ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ସିଆଇଟିୟୁ ଓଡିଶା ରାଜ୍ୟ ସଭାପତି ଜନାର୍ଦ୍ଦନ ପତି, ଓଡିଶା କୃଷକ ସଭା ରାଜ୍ୟ ସଂପାଦକ ସୁରେଶ ପାଣିଗ୍ରାହୀ, ଓଡିଶା କ୍ଷେତମଜଦୂର ୟୁନିୟନ ରାଜ୍ୟ ସଭାପତି ହରିଶ୍ଚନ୍ଦ୍ର ଦାସ, ଶ୍ରମିକ ନେତା ଯୁଷ୍ମନ୍ତ ଦାସ, ଚାଷୀ ନେତା ଜଗନ୍ନାଥ ମିଶ୍ର ପ୍ରମୁଖ ଯୋଗଦେଇ ଶ୍ରମିକ, ଚାଷୀ ଓ କୃଷି ଶ୍ରମିକ ମାନଙ୍କ ବିଭିନ୍ନ ଦାବି ସଂପର୍କରେ ଆଲୋଚନା କରିଥିଲେ । ସିଆଇଟିୟୁ ଓଡିଶା ରାଜ୍ୟ ସଭାପତି ଜନାର୍ଦ୍ଦନ ପତି କର୍ମଶାଳାର ଭିତ୍ତିପତ୍ର ଉପସ୍ଥାପନ କରିଥିବା ବେଳେ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ପ୍ରତିନିଧି ମାନେ ଏହି ଭିତ୍ତିପତ୍ର ଉପରେ ଆଲୋଚନା କରିଥିଲେ । କୃଷକ ବିରୋଧୀ ୩ଟି କୃଷି ଆଇନକୁ ପ୍ରତ୍ୟାହାର କରିବା, ଶ୍ରମିକ ବିରୋଧୀ ନୂତନ ଶ୍ରମ କୋର୍ଡ ଗୁଡ଼ିକୁ ପ୍ରତ୍ୟାହାର କରିବା, ଶ୍ରମିକ ଓ କୃଷି ଶ୍ରମିକ ମାନଙ୍କ ଦୈନିକ ସର୍ବନିମ୍ନ ମଜୁରୀ ୭୦୦ଟଙ୍କା ପ୍ରଦାନ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ର ଘରୋଇକରଣ ବଂଦ କରିବା,ଶିକ୍ଷା, ସ୍ୱାସ୍ଥ୍ୟ, ବ୍ୟାଙ୍କ, ବୀମା, ଡାକ ,ତାର ସେବା କ୍ଷେତ୍ରରେ ଘରୋଇକରଣ ବଂଦ କରିବା, ଅତ୍ୟାବଶ୍ୟକ ସାମଗ୍ରୀର ଦର ନିୟନ୍ତ୍ରଣ କରିବା ଦାବୀରେ ଆସନ୍ତା ନଭେମ୍ବର ୨୬ ଓ ୨୭ତାରିଖ ଦୁଇ ଦିନିଆ ସର୍ବଭାରତୀୟ ଧର୍ମଘଟକୁ ଓଡିଶାରେ ସଫଳ କରିବାକୁ ଶ୍ରମିକ ଓ କୃଷକ ସଂଗଠନ ଗୁଡ଼ିକର ରାଜ୍ୟ ନେତୃବୃନ୍ଦ ଆହ୍ୱାନ ଦେଇଥିଲେ । ଓଡିଶାର ଅଗଣିତ ସାଧାରଣ ଜନତାଙ୍କୁ ଏହି ଆନ୍ଦୋଳନରେ ସାମିଲ କରିବା ପାଇଁ ରାଜ୍ୟ ନେତୃବୃନ୍ଦ କର୍ମଶାଳା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like