-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ମହମ୍ମଦ ସଲମଙ୍କ ଅକାଳ ବିୟୋଗରେ ନର୍ଲା ପ୍ରେସ ଆସୋସିଏସନ ପକ୍ଷରୁ ଶୋକ।

10-Dec-2021



ନର୍ଲା (ସଞ୍ଜିବ ଦାସ)
ପ୍ରମେୟ ନ୍ୟୁଜ ୭ର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ତଥା ବରିଷ୍ଠ ସାମ୍ବାଦିକ ମହମ୍ମଦ ସଲମଙ୍କ ଅକାଳ ବିୟୋଗ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ଜିଲ୍ଲାର ବିଭିନ୍ନ ମହଲରୁ ଶୋକ ପ୍ରକାଶ କରାଯାଇଛି। କିଛି ଦିନ ତଳେ ସାମ୍ବାଦିକ ମହମ୍ମଦ ସଲମଙ୍କ ବ୍ରେନ୍ ହେମରେଜ ହୋଇ ପ୍ରଥମେ ବେହୋସ୍ ହେବାରୁ ଭବାନୀପାଟଣା ଓ ପରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ଗତ କାଲି ତାଙ୍କର ଦେହାନ୍ତ ହୋଇଥିଲା। ଦିବଂଗତ ସାମ୍ବାଦିକ ଜଣେ ନିର୍ଭିକ ଓ ନିରପେକ୍ଷ ବିଚାର ସମ୍ପନ୍ନ ବ୍ୟକ୍ତି ଭାବେ ସମସ୍ତଙ୍କ ପ୍ରିୟପାତ୍ର ହୋଇ ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ପରିଚିତ ହୋଇଥିଲେ। ତାଙ୍କ ବିୟୋଗରେ ଆଜି ନର୍ଲା ପ୍ରେସ ଆସୋସିଏସନ ପକ୍ଷରୁ ଗଭିର ଶୋକ ପ୍ରକାଶ କରାଯାଇଛି। ଦିବଂଗତ ଆତ୍ମାର ସଦଗତି ନିମନ୍ତେ ପ୍ରେସ ଆସୋସିଏସନର ସମସ୍ତ ସଦସ୍ୟଙ୍କ ପକ୍ଷରୁ ନିରବ ପ୍ରାର୍ଥନା ସହ ସ୍ମୃତି ଚାରଣ କରାଯାଇଛି। ନର୍ଲାର ବରିଷ୍ଠ ସାମ୍ବାଦିକ ଦୀପକ କୁମାର ଠାକୁର, ମନୋଜ କୁମାର ଷଡଙ୍ଗୀ, ତ୍ରିଲୋଚନ ଗଉଡ, ଭିକାରୀ ଗଉଡ, ଅଜୟ ସେନାପତି, ପ୍ରଦୀପ କୁମାର ଗଉଡ, ଖଗେଶ୍ବର କୁମାର, ସନ୍ତୋଷ ପାତ୍ର, ଡୋଲମଣି , ଅନୀଲ ଅଗ୍ରୱାଲ, ସଞ୍ଜିବ ଦାସ, ଅଜୟ ପଣ୍ଡା, ଜଗତରାମ ସାହୁ, ଗଣେଶ ଭୋଇ, ତପନ ସାହୁ ନୀଳକଣ୍ଠ ବେହେରା, କାଶୀନାଥ ଦାଶ ପ୍ରମୁଖ ଅମର ଆତ୍ମାର ସଦଗତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like