-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମାଙ୍କଡଚୁଆଁ ଠାରେ କଂଗ୍ରେସ ଦଳ ପକ୍ଷରୁ ବୈଠକ ଅନୁଷ୍ଠିତ

10-Dec-2021



ବରଗଡ:-ବରଗଡ ଜିଲ୍ଲା ଭେଡେନ ସୁନାଲରମ୍ଭା ପଞ୍ଚାୟତ ର ଶେଷଦେବ ପ୍ରଧାନଙ୍କ ଆହ୍ୱାନ କ୍ରମେ ସୁନାଲରମ୍ଭା ପଞ୍ଚାୟତ ର ମାଙ୍କଡଚୁଆଁ ଠାରେ କଂଗ୍ରେସ କର୍ମୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଭେଡେନ ବ୍ଲକ କମିଟି ର ସଭାପତି  ରମେଶ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ,ବୈଠକରେ  କଂଗ୍ରେସ କର୍ମୀ ମାନଙ୍କୁ ଉତ୍ସାହିତ କରି ଆଗାମୀ ଦିନରେ କଂଗ୍ରେସ ଦଳର ସଭ୍ୟ ଅଭିଯାନ କୁ ଆଗେଇ ନେବା ସଙ୍ଗେ ସଙ୍ଗେ ତୃଣମୂଳ ସ୍ତରରୁ ଦଳକୁ ସୁଦୃଢ କରିବା ପାଇଁ ପରାମର୍ଶ ଦେଇଥିଲେ। ପରିଶେଷରେ ସର୍ବ ସମ୍ମତି କ୍ରମେ ଶେଷଦେବ ପ୍ରଧାନଙ୍କୁ ସୁନାଲରମ୍ଭା ପଞ୍ଚାୟତ ର ସଭାପତି ଓ ଉପସଭାପତି ଭାବେ ଜଗନ୍ନାଥ ପ୍ରଧାନଙ୍କୁ ମନୋନିତ କରାଯାଇଥିଲା। ଏହି ବୈଠକରେ ମାଧବ ସାହୁ, ଝସକେତନ ବେହେରା, କୁଶ ରଣା, ଅନନ୍ତ ଛତର, ଜନକରାମ ରଣା, ଚୈତନ୍ୟ ପଶାୟତ, ଚନ୍ଦ୍ର ଠେଲା, ଗଡତିଆ ମୁଗ୍ରି, ସନ୍ତୋଷ ଧରୁଆ, ବିନୋଦ ମହାକୁର ଏବଂ ନେପାଳ କଠାର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like