-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମନ୍ତ୍ରୀ ଅରୁଣ ଙ୍କ ଭିନ୍ନ ପ୍ରୟାସ

10-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)ନୟାଗଡ଼ ସହରକୁ ସ୍ୱଚ୍ଛତା ରଖିବାକୁ ଭିନ୍ନ ଏକ ପଦକ୍ଷେପ ଆପଣେଇଛନ୍ତି ନୟାଗଡ଼ ବିଧାୟକ ତଥା ରାଜ୍ୟ କୃଷି, ମତ୍ସ୍ଯ ଓ ପଶୁପାଳନ,  ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ । ଆସନ୍ତାକାଲି ସଂଗୀତ ମାଧ୍ୟମରେ ସହରବାସୀଙ୍କୁ ଶପଥ ପାଠ କରାଇବେ ମନ୍ତ୍ରୀ ଡ଼ ସାହୁ । ନୟାଗଡ଼ ପୌର ପରିଷଦ ପକ୍ଷରୁ ସ୍ୱଚ୍ଛ ସଂଗୀତ ଉନ୍ମୋଚନ ଓ ଶପଥ ଗ୍ରହଣ ଉତ୍ସବ ଆସନ୍ତାକାଲି ସକାଳ ୮ଘଟିକା ସମୟରେ ନୟାଗଡ଼ ପୁରୁଣା ବସଷ୍ଟାଣ୍ଡ ଠାରେ ଅନୁଷ୍ଠିତ ହେବ । ଏଥି ସହିତ ପୌରାଞ୍ଚଳ ମଧ୍ୟରେ ପୁରୁଣା ବସଷ୍ଟାଣ୍ଡ ଛକ ଠାରେ ଉନ୍ନତମାନର ପରିସ୍ରାଗାର ଉଦଘାଟନ ହେବାର କାର୍ଯ୍ୟକ୍ରମ ରହିଛି । ରାସ୍ତା, ଡ୍ରେନ୍, ସାହି, କଲୋନୀ, ପୁଷ୍କରିଣୀ, ପାର୍କ, ବଜାର, ଜନ ଗହଳି ପୂର୍ଣ୍ଣ ସର୍ବସାଧାରଣ ସ୍ଥାନ ଓ ନିଜ ଘରର ପରିବେଶକୁ ପରିଷ୍କାର ପରିଛନ୍ନ ରଖିବା । ଗୃହପାଳିତ ପଶୁମାନଙ୍କୁ ରାସ୍ତା ଉପରକୁ ଛାଡିବା ନାହିଁ । ବାଲି, ଗୋଡ଼ି, ପଥର ଓ ଅନ୍ୟାନ୍ୟ ଅଦରକାରୀ ଜିନିଷକୁ ରାସ୍ତା ଉପରେ ରଖି ଅବରୋଧ କରିବା ନାହିଁ । ବରିଷ୍ଠ ନାଗରିକ ଓ ଗୁରୁଜନ ମାନଙ୍କୁ ସମ୍ମାନ ଦେଇ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା । ପ୍ରତ୍ୟେକ ଦିନ ଘରୁ ବାହାରୁଥିବା ବର୍ଯ୍ୟବସ୍ତୁକୁ ପୃଥକ ଭାବେ ପକାଇବା ପାଇଁ ଶପଥ ପାଠ କରାଯିବ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ଼ ପୋମା ଟୁଡୁ ଉପସ୍ଥିତ ରହିବେ । ପୌର ପରିଷଦ ପକ୍ଷରୁ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ଉପସ୍ଥିତ ରହିବେ | ଉକ୍ତ କାର୍ଯ୍ୟକ୍ରମ ରେ ସହର ବାସୀ ଉପସ୍ଥିତ ରହିବାକୁ ମନ୍ତ୍ରୀ ଆହ୍ୱାନ ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like