-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବିଷ୍ଣୁମୁଣ୍ଡା ଠାରେ ମେଗା ଚକ୍ଷୁ, ମଧୁମେହ, ସାଧାରଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

10-Dec-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ବଲାଙ୍ଗିର, ଜିଲ୍ଲା ସ୍ୱାସ୍ଥ୍ୟ କ୍ଷେତ୍ରରେ ନିୟୋଜିତ ଅନ୍ୟତମ ବିଶିଷ୍ଟ ଅନୁଷ୍ଠାନ ନେସନାଲ ପିସ  ୟୁନିସନ ଦ୍ୱାରା ପରିଚାଳିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର  ତରଫରୁ ସ୍ଥାନୀୟ ବିଷ୍ଣୁମୁଣ୍ଡା ଠାରେ ଏକ  ମେଗା ଚକ୍ଷୁ, ମଧୁମେହ ଓ ସାଧାରଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି
 

ଏହି ଶିବିର ଜାତୀୟ ଅନ୍ଧତ୍ୱ ଦୂରୀକରଣ ଅଭିଯାନ ମାଧ୍ୟମରେ ନିୟୋଜିତ ଚକ୍ଷୁ ବିଶେଷଜ୍ଞ ଡା. ଉଷାରାଣୀ ଦାସ ଓ ସ୍ୱାସ୍ଥ୍ୟ ସହାୟକ ବାସୁଦେବ ରଥ ଙ୍କ ଟିମ ମାଧ୍ୟମରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ଆଶିଷ ବିଶ୍ୱାସ, ଡା. ଶିବାଶିଷ ରଥ Asst. Professor ଡା. ଜୟନ୍ତ କୁମାର ପଟେଲ,(ଚକ୍ଷୁ ବିଭାଗ ) ଭୀମଭୋଇ ମେଡିକାଲ କଲେଜ, UPHC- ଫାର୍ମାସିଷ୍ଟ ଗୌରବ ପ୍ରଧାନ,ଅନୁଷ୍ଠାନିକ ସଭ୍ୟ,ସଭ୍ୟା ରାହୁଲ ପାଲ, ଶ୍ରୀମତୀ ରୋଜାଲିନା ହୋତା, ମାମି ସିଂଦେଓ,ସୁଶ୍ରୀ ନିରୁମୟୀ,Staff Nurse ଏବଂ  ଏ ଏନ୍ ଏମ୍ ସନ୍ତୋଷ ମେହେର (ଲେବ ଟେକ୍ନିସିଆନ୍ ) ଯତୀନ ରାଜପୁତ (ସ୍ୱାସ୍ଥ୍ୟ ସହାୟକ )ଇତ୍ୟାଦି ଯୋଗଦାନ କରି ବିଷ୍ଣୁମୁଣ୍ଡା ପରିତ୍ୟକ୍ତ ଅଂଚଳରୁ ଆସିଥିବା ପ୍ରାୟତଃହ ତିନିଶହ ରୁ ଉର୍ଦ୍ଧ୍ୱ ବିଭିନ୍ନ ବର୍ଗର ରୋଗୀ ଆସି ନିଜର ସ୍ୱାସ୍ଥ୍ୟ ଯାଞ୍ଚ, ପରୀକ୍ଷା ଓ ଆଖିର ବିଭିନ୍ନ ଅଂଶ ଓ ଦୋଷ ନିରୂପଣ କରାଯାଇ ଆବଶ୍ୟକ ପଡୁଥିବା ସର୍ବମୋଟ ୬୪ ଗୋଟି ଚଷମା ବିତରଣ କରାଯାଇଥିବା ବେଳେ ୧୨୦ ମଧୁମେହ ରୋଗୀଙ୍କ  ପରୀକ୍ଷଣ, ୮୦ ଜଣଙ୍କ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା l
ଏହି ସମ୍ପୂର୍ଣ୍ଣ ଶିଶିରକୁ ସ୍ଥାନୀୟ ବି. ଆର ଆମ୍ବେଦକର କ୍ଲବ

ସଭ୍ୟ ଗଣ ସହାୟତା କରିଥିଲେ l  ଜାତୀୟ ସ୍ୱାସ୍ଥ୍ୟ ମିଶନ  ବଲାଙ୍ଗିରର ଉପରୋକ୍ତ କାର୍ଯ୍ୟକ୍ରମ, ଶିବିରର ସହାୟତା ଓ ସମ୍ପୂର୍ଣ ସଫଳତା ପାଇଁ ନେସନାଲ ପିସ  ଇଉନିସନ ନିର୍ଦେଶକ  ସତ୍ୟ ରଞ୍ଜନ ମିଶ୍ର ଓ ଚେୟାରମେନ ରବି ରଞ୍ଜନ ପୂଜାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like