-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଦ୍ବିତୀୟ ସେମିଫାଇନାଲ ମ୍ୟାଚ

10-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ ଭରୁଆପାଲି ଗାଁ ରେ ସହୀଦ ବାଜି ରାଉତ କ୍ଳବ ପକ୍ଷରୁ ଚାଲିଥିବା ୧୮ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଆଜି ଦ୍ବିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ କାନୁଟ ସରପଞ୍ଚଙ୍କ ସ୍ବାମୀ କେଶବ ହିଆଁଲ ଯୋଗଦାନ କରି କାର୍ଯ୍ୟକୁ

ଆଗେଇ ନେଇଥିଲେ। ସମ୍ମାନୀତ ଅତିଥି ଭାବେ ନୁନହାଡ ସମିତି ସଭ୍ୟ ତଥା ଭରୁଆପାଲି ସରପଞ୍ଚ ଙ୍କ ସ୍ବାମୀ ତଥା ପ୍ରତିଯୋଗିତାର ସର୍ବେସର୍ବା ପୁରୁନ୍ଦର ବାଗ, କ୍ଷେତ୍ର ଛତ୍ରିଆ,ପୁସ୍ତମ ହାତୀ, କେତୁ ରାଜ କେତକୀ, କ୍ଷମା ମାଝୀ,ଭୂଜବଳ ମାଝୀ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରୁଥିଲେ। ଦ୍ଵିତୀୟ ସେମିଫାଇନାଲ ମ୍ୟାଚ କର୍ଲାକୋଟ ଦଳ ଓ ଜରିଙ୍ଗ ବରଗଡ଼ ଦଳ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ହୋଇଥିବା ବେଳେ କର୍ଲାକୋଟ ୫.୦ ବିଜୟୀ ହେଲେ ଏବଂ ଫାଇନାଲ ମ୍ୟାଚ ପାଇଁ ଉତ୍ତୀର୍ଣ୍ଣ ହୋଇଥିଲେ। ଆସନ୍ତା କାଲି ରାଉଲକେଲା ଓ ସୁନ୍ଦରଗଡ଼ ମହିଳା ଦଳ ମଧ୍ୟରେ ଏକ ଦିନିଆ ପ୍ରଦର୍ଶନୀ ମ୍ୟାଚ୍ ହେବ ବୋଲି ସଭାପତି ସୀତାରାମ ମହାଖୁଡ ଓ ସମ୍ପାଦକ ଶଙ୍କର କରୁଆଁ ସୂଚନା ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ରାଜ ମଣ୍ଡଳ ୪ର୍ଥ ଅମ୍ପେୟାର ଓ ନୀଳ ନାଏକ ଦ୍ବିତୀୟ ରେଫରୀ , ସୁଜିତ ରାଜହଂସ ଦେବେନ୍ଦ୍ର ଥନାପତି ଲାଇନ୍ ମେନ୍ ଦାୟିତ୍ଵ ତୁଲାଉଥିବା ବେଳେ ଉମାକାନ୍ତ ପୁଟେଲ ସ୍କୋର ସିଟ୍ ମ୍ୟାନେଜମେଣ୍ଟ କରୁଥିବା ଜଣାପଡିଛି। ଖେଳ ଆରମ୍ଭ ରୁ ଶେଷ ଯାଏଁ ଅତିଥି ମାନଙ୍କୁ ଯେଉଁ ଉପଢ଼ୌକନ ଦିଆଯାଏ ତାହା ସବୁ ପୂର୍ବତନ ସହୀଦ ବାଜି ରାଉତ କ୍ଳବ ର ସଭାପତି ଶ୍ରୀ ମୁକୁନ୍ଦ ହଂସ ଙ୍କ ଅନୁଦାନ ରେ ହେଉଛି। ଆଗାମୀ ୧୨/୧୨/୨୧ ରବିବାର ଦିନ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ ନକ୍ଟାସର ଦଳ ଓ କର୍ଲାକୋଟ ମଧ୍ୟରେ ପ୍ରତିଯୋଗିତା ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like