-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଧାନ ମଣ୍ଡି ଉଦଘାଟିତ

10-Dec-2021



ବରଗଡ:(ନିରଞ୍ଜନ ତ୍ରିପାଠୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ କୁବେଡେଗା ପଞ୍ଚାୟତର କେନ୍ଦ୍ର ସ୍ଥଳରେ ଅବସ୍ଥିତ ଦୂଗା ମଣ୍ଡପ ପଡିଆଠାରେନୂତନ ଭାବରେ ଏକ ଧାନ କେୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏହାକୁ ପୂଜାର୍ଚ୍ଚନା ସହ ଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ବିଷ୍ଣୁପ୍ରିୟା ଭୋଇ ।ଏଠାରେ ଥିବା ଏଲ୍ ଆଇ ସେଣ୍ଟର କୋଠାକୁ ଅଫିସ ଭାବେ ବ୍ୟବହାର କରାଯାଇଥିବା ବେଳେ ନବନିର୍ମିତ କଲ୍ୟାଣ ମଣ୍ଡପ ପରିସରକୁ ଧାନ ସଂଗ୍ରହ ସ୍ଥାନ ଭାବେ ନିଆଯାଇଛି।ଏହି ଅବସରରେ ଅତିରିକ୍ତ ଯୋଗାଣ ଅଧିକାରୀ   ସଂଯୁକ୍ତା  ଓ ଭେଡେନ ବ୍ଲକ ଯୋଗାଣ ଅଧିକାରୀ ଅଜୟ କେରକେଟା ଯୋଗ ଦେଇ ଆନୁଷଙ୍ଗିକ ସମସ୍ତ ବ୍ୟବସ୍ଥା ତତ୍କାଳୀନ ଯୋଗାଇ ଦେବାକୁ ନିର୍ଭର ପ୍ରତିଶୁତି ଦେଇ ଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଧାନ କ୍ରୟକାରୀ ସଂସ୍ଥା ମାଁ ମାହେଶ୍ୱରୀ ସ୍ୱୟ ସହାୟକ ଗୋଷ୍ଠୀ, କୁବେଡେଗାର ସଭାପତି ବାସନ୍ତୀ ରଥ  ସମ୍ପାଦିକା କଳାବତୀ ପଟେଲଙ୍କ ସମେତ ଇଲାବତୀ ମହାକୁର ,ଘରଜୁଗୀ ଅମାତ,ନିରାଶୀ ଡ଼ାଙ୍ଗ , ସୁବର୍ଣ୍ଣ ବିଶି,ବୃନ୍ଦାବତୀ ମେହେର, ରମ୍ଭା ଭୋଇ,ଗୀତା କର୍ମୀ, ପ୍ରେମଶିଲା କର୍ମୀ,ପ୍ରମୂଖ ସଦସ୍ୟ ତଥା ଡିଓ ଜ୍ୟୋତ୍ସ୍ନାରାଣୀ ଦାଶ ଆର୍ ଏମ୍ ସି କର୍ମଚାରୀ ,ଭରତ ବାରିକ ,ସହରାଟିକରା ମାର୍କେଟ ଇନଚାର୍ଜ 

ଶିବଶଙ୍କର ସେଠ କୁବେଡେଗା ପିଏସ ଇନଚାର୍ଜ,ଜୈମିନୀ ଦାଶ ରେଶମ ମାର୍କେଟ ଇନଚାଜ ପ୍ରମୂଖ ଉପସ୍ଥିତ ଥିଲେ।କାର୍ଯ୍ୟକମ କୁ ସଫଳ କରିବାରେ ସ୍ଥାନୀୟ ଚାସି ବୃନ୍ଦ ସର୍ବଶ୍ରୀ ମଧୁସୂଦନ ତ୍ରିପାଠୀ, ଜୟଦେବ ପଧାନ ,ଜନ୍ମେଜୟ ମିଶ୍ର, ଅଶୋକ ପଧାନ, ପ୍ରିୟବ୍ରତ କର,ରାଜକୁମାର ପଧାନ, ରଞ୍ଜନ ତ୍ରିପାଠୀ, ଟୁନା ପତି,ସୁବୋଧ ଶତପଥୀ, ମନୋଜ ଶତପଥୀ, ଦେବେନ୍ଦ୍ର ପଧାନ,ନିରୋଜ ଭୋଇ, ଜଗନ୍ନାଥ ରଥ,ତାମଡୁ ଚିରଞିବି,ପ୍ରମୂଖ ସହଯୋଗ କରିଥିଲେ, ଶେଷରେ ଉତ୍ପନ୍ନ କୁମାର ଭୋଇ ସମସ୍ତ କୁ ଧନ୍ୟବାଦ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like