-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବୁଲା କୁକୁର ଆକ୍ରମଣରେ ଆଠ ଆହତ ,ଦୁଇ ଗୁରୁତର

08-Nov-2020



କଳାହାଣ୍ଡି-- କୋକସରା-(ତ୍ରିନାଥ ବେଶ୍ରା)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ  ଧଅରପୁର    ପଂଚାୟତ  ଭାଲୁଛୁଆଁ  ଗ୍ରାମ ରେ   ରେ ଏକ ଚିନ୍ତା ଜନକ ଘଟଣା ଦେଖିବାକୁ ମିଳିଛି, ଆଜି    ବୁଲା କୁକୁର ଆକ୍ରମଣରେ ଆଠ ଆହତ  ଓ ସେଥି ମଧ୍ୟ ରୁ   ଜଣେ ଆଠ ବର୍ଷୀୟ ବାଳକ ଓ ଜଣେ ବୃଦ୍ଧ ଗୁରୁତ୍ବର ହୋଇଥିବା ଜଣା ପଡିଛି l ସୂଚନା ଅନୁଯାୟୀ ଆଜି ସକାଳ ପ୍ରାୟ ନଅ ଟା ସମୟରେ ଭାଲୁଚୁଆଁ ଗ୍ରାମର ଜଣେ ଆଠ ବର୍ଷୀୟ ବାଳକ ଗାଧୋଇ ବା ପାଇଁ ଯାଇଥିବା ସମୟରେ ହଠାତ୍ ଏକ ବୁଲା କୁକୁର ଆକ୍ରମଣ କରି କାମୁଡି ପକାଇଥିଲା ଫଳରେ ଗୁରୁତର  ଅବସ୍ଥାରେ ବାଳକକୁ ଉଦ୍ଧାର କରାଯାଇଥିଲା ,  ପରେ ଗାଁ ଭିତରକୁ  ପଶି ଜଣେ ପାଞ୍ଚ ବର୍ଷୀୟ ଶିଶୁ ସମେତ ତିନି ଜଣ ବ୍ୟକ୍ତି ଙ୍କୁ  ଗୋଡ଼ାଇ ଗୋଡ଼ାଇ କାମୁଡି କ୍ଷତବିକ୍ଷତ କରି ଦେଇଥିଲା l ସେଠାରୁ ନିକଟସ୍ଥ ଧଅଁରପୁର ଗ୍ରାମ ଯାଇ ଜଣେ ଅଠର ବର୍ଷୀୟା ଯୁବତୀ ଓ ପନ୍ଦର ବର୍ଷୀୟ ବାଳକ ଓ  ଆଉ ଜଣେ ବ୍ୟକ୍ତି ଙ୍କୁ ଆକ୍ରମଣ କରି କାମୁଡି ଦେଉଥିଲା ,ଫଳରେ ଅଞ୍ଚଳରେ ବୁଲା କୁକୁର ଆକ୍ରମଣ ନେଇ ଭୟଭୀତ ହୋଇ ପଡିଛନ୍ତି , ପୁନଶ୍ଚ ସେଇଠାରୁ ଉକ୍ତ ବୁଲା କୁକୁର  ଧଅଁରପୁର ପଞ୍ଚାୟତ  ଶାନ୍ତିନଗରପଡା ପହଞ୍ଚି ଦୁଇ ଜଣକୁ କମୁଡି ଥିବା ସୂଚନା ରହିଛି l
ଆହତ ସମସ୍ତଙ୍କୁ  ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟ ଠାରେ ଭର୍ତି କରାଯାଇଥିବା ବେଳେ ଦୁଇ ଗୁରୁତର ଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣା କୁ ସ୍ଥାନାନ୍ତରିତ କରାଯାଇଛି ।
ବୁଲା କୁକୁରମାନେ ଏଭଳି ଅଭାବନୀୟ ଘଟଣା ଘଟାଉଥିବା ଯୋଗୁ ଜୀବନ ପ୍ରତି ବିପଦ ରହୁଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟ ସୃଷ୍ଟି ହେଉଛି ।ତେଣୁ ପ୍ରଶାସନ ଓ ବନବିଭାଗ ତୁରନ୍ତ ଦୃଷ୍ଟି ଦେଇ ସମସ୍ୟାର ସମାଧନ କରିବା ପାଇଁ ସାଧାରଣରେ ଦାବି ହେଉଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like