-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି- ସେ ଥିଲେ କଳା, ସାହିତ୍ୟ, ସଂସ୍କୃତି ଓ ସାମ୍ବାଦିକତାର ସ୍ୱର୍ଣ୍ଣିମ ସ୍ୱାକ୍ଷର

10-Dec-2021



ବଲାଙ୍ଗିର,(ପ୍ରେରଣା ଖବର) ଦୀର୍ଘ ୬୦ ବର୍ଷ ଧରି ସାମ୍ବାଦିକତା, କଳା, ଅଭିନୟ, ସାରସ୍ୱତ ସାଧନା କ୍ଷେତ୍ରରେ ସକ୍ରିୟ ରହିଥିବା ବରିଷ୍ଠ ସାମ୍ବାଦିକ, ବିଶିଷ୍ଟ କଳାକାର, ସଂସ୍କୃତି ଗବେଷକ ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଆଜି ସମୂହ ଭବ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ପବିତ୍ର ଗଙ୍ଗା ଶ୍ରାଦ୍ଧ ଅବସରରେ ଜିଲ୍ଳା ସାମ୍ବାଦିକ ସଂଘ ସଭାପତି ହରିନାରାୟଣ ପୁଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବକ୍ତାଗଣ ସ୍ୱର୍ଗତ ବେହେରାଙ୍କ ବହୁମୁଖୀ ପ୍ରତିଭା, ଉଲ୍ଲେଖନୀୟ ଅବଦାନ ସମ୍ପର୍କରେ ଆଲୋଚନା କରି ତାଙ୍କୁ ଭାବ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବଲାଙ୍ଗିର ଜିଲ୍ଲାବାସୀଙ୍କ ଦୁଃଖ ଏବଂ ଦାବୀ ଲୋକଲୋଚନକୁ ଆଣିବା କ୍ଷେତ୍ରରେ ସତ୍ୟନାରାୟଣଙ୍କ ରହିଥିବା ନିଚ୍ଛକ ପରାକାଷ୍ଠା ସମ୍ପର୍କରେ ବକ୍ତାମାନେ ମତ ରଖିଥିବା ବେଳେ ତାଙ୍କ ସ୍ନେହ ଓ ଶ୍ରଦ୍ଧା ମାନବ ସମାଜରେ ସବୁଦିନ ଜୀବନ୍ତ ହୋଇ ରହିବ ବୋଲି କହିଥିଲେ । ସଂଘର ସାଧାରଣ ସମ୍ପାଦକ ବଳରାମ ମିଶ୍ର, ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ, ସାଙ୍ଗଠାନିକ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର, କୋଷାଧ୍ୟକ୍ଷ ସୁନୀଲ ମହାନ୍ତି, ସୁବାସ ଚନ୍ଦ୍ର ପଣ୍ଡା, ଗୋପବନ୍ଧୁ ଶତପଥି, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଡ. ଶ୍ରୀକର ମିଶ୍ର, ‘ପ୍ରତିଦିନ’ର ସମ୍ପାଦକ ସୁଧିର କୁମାର ପଣ୍ଡା, ଅର୍କେଶ ନାରାୟଣ ସିଂହଦେଓ, ସନ୍ତୋଷିନୀ ବେହେରା, ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ, ଲକ୍ଷ୍ମଣ କୁମାର ପଣ୍ଡା, ଲକ୍ଷ୍ମଣ ମେହେର, ପୂର୍ଣ୍ଣଚନ୍ଦ୍ର ପଣ୍ଡା,ପୂର୍ଣ୍ଣଚନ୍ଦ୍ର ପଶାୟତ, ଭାଗିରଥି ମିଶ୍ର, ସୁଧିର ମିଶ୍ର, ପ୍ରତାପ ରଥ, ଜୟରାମ ମିଶ୍ର, ରଘୁନନ୍ଦନ ସିଂ, ଧନଞ୍ଜୟ ମିଶ୍ର, ରାଜେନ୍ଦ୍ର ପାଣିଗ୍ରାହୀ, ନବକିଶୋର ବେହେରାଙ୍କ ସମେତ ବହୁ ସାମ୍ବାଦିକ, ବୁଦ୍ଧିଜୀବୀ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହି ଉପଲକ୍ଷେ ସ୍ୱର୍ଗତ ବେହେରାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପ୍ରକାଶିତ ‘ନିଷ୍କାମ କର୍ମଯୋଗୀ’ ପୁସ୍ତକ ଲୋକାର୍ପିତ ହୋଇଥିଲା । ସଭା ପରିଚାଲନା କରିଥିଲେ ସାମ୍ବାଦିକ ବିରେନ୍ଦ୍ର କୁମାର ଝାଙ୍କର । ଏହି ସମାରୋହରେ ପୂର୍ବତନ ବିଧାୟକ ରମାକାନ୍ତ ସେଠ, ପଦ୍ମଚରଣ ଆଚାର୍ଯ୍ୟ, ଧର୍ମେନ୍ଦ୍ର ପ୍ରସାଦ ନନ୍ଦ, ପ୍ରଭାକର ମିଶ୍ର, ଜୀବନ କୁମାର ପୁରୋହିତ, ଅଭିଲାସ ହୋତା, ସୁଶାନ୍ତ ବାରିକ,  ବୁନ୍ଦାବନ ବରାଲ, ଗୋପାଲି ପାଣିଗ୍ରାହୀ  ଓ ଡ. ସୁଜିତ କୁମାର ପୃଷେଠ୍ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like