-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ସୋନପୁର ର ଗୋଲ୍ଡେନ୍ ଗାର୍ଲ "ଦିବ୍ୟାଶା" ହେଲେ ଜାତୀୟ ସ୍ତରୀୟ ରିନାଉନ୍ ଶୁଟର

10-Dec-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ)- ସୋନପୁର ଟାଉନ୍ ମଝିପଡା ର ୧୩ ବର୍ଷ ବୟସର ଝିଅ "ଦିବ୍ୟାଶା ପ୍ରୀୟଦର୍ଶିନୀ ଚୋପଦାର" ଜାତୀୟ ସ୍ତରରେ ନିଜ ସୁଟିଂ ର କମାଲ ଦେଖାଇଛନ୍ତି। ସୁଚନାଯୋଗ୍ୟ ଯେ, ନୂଆଦିଲ୍ଲୀ ସ୍ଥିତ ଡାଃ. କରନୀ ସିଂ ଶୁଟିଂ ରେଞ୍ଜ ରେ ୧୮ ନଭେମ୍ବର ରୁ ୬ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ପିସ୍ତଲ ଶୁଟିଂ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗୀତା ରେ ଓଡିଶା ରାଜ୍ୟ ର ପ୍ରତିନିଧିତ୍ବ କରି ୧୦ ମିଟର ଏୟାର ପିସ୍ତୋଲ (ସବ୍ ୟୁଥ) ରେ ୫୨୮ ଅଙ୍କ ହାସଲ କରି  ଜାତୀୟ ସ୍ତରୀୟ ରିନାଉନ୍ ଶୁଟର 

ଯୋଗ୍ୟତା ହାସଲ କରିଛନ୍ତି। ପ୍ରକାଶଯୋଗ୍ୟ ଯେ ରିନାଉନ୍ ଶୁଟର ପାଇଁ ୫୦୩ ଅଙ୍କ ଯୋଗ୍ୟତା ମାପକାଠୀ ଥିବାବେଳେ "ଦିବ୍ୟାଶା" ୫୨୮ ଅଙ୍କ ହାସଲ କରି ଟ୍ରାଏଲ ସ୍କୋର୍ କରିଛନ୍ତି। ଫଳରେ ଖୁବ୍ କମ ଦିନ ରେ "ଦିବ୍ୟାଶା" ଭାରତୀୟ ଦଳରେ ଯୋଗ ଦେବାର ଆଶା ଉଜ୍ଜ୍ବଳ ହୋଇଛି।ଦିବ୍ୟାଶା ରିନାଉନ୍ ଶୁଟର ଯୋଗ୍ୟତା ହାସଲ ପରେ, ଖେଳିବାପାଇଁ ବିଦେଶରୁ ବନ୍ଧୁକ/ପିସ୍ତଲ ଆମଦାନୀ ରେ GST ଛାଡ ପାଇବେ। ଏବଂ ସିଧାସଳଖ ୨ ବର୍ଷ ପର୍ଯ୍ୟନ୍ତ ଜାତୀୟ ପ୍ରତିଯୋଗୀତା ରେ ଅଂଶଗ୍ରହଣ କରି ପାରିବେ। ଦିବ୍ୟାଶା ଙ୍କ କହିବା କଥାଯେ ଓଡିଶା ରାଇଫଲ୍ ଆସୋସିଏସନ୍ ର ସହଯୋଗ ଫଳରେ ଏହା ସମ୍ଭବ ହୋଇପାରିଛି। ମୋତେ ଆହୁରି ପରିଶ୍ରମ କରିବାକୁ ପଡିବ। କାରଣ ଜାତୀୟ ପ୍ରତିଯୋଗୀତାରେ ମୁଁ ମୋର ସିନିୟର କାଟାଗୋରୀ ରେ ଅଂଶଗ୍ରହଣ ପାଇଁ ଲକ୍ଷ୍ୟ ରଖିଛି। ଏବେ ସବ୍ ୟୁଥ କାଟାଗୋରୀ ରେ ଖେଳୁଛି ଦୁଇ ବର୍ଷପରେ ୟୁଥ କାଟାଗୋରୀ ରେ ଖେଳିବି ତାପରେ ଜୁନିୟର ଏବଂ ୨୧ ବର୍ଷ ବୟସ ପରେ ସିନିୟର କାଟାଗୋରୀ ରେ ଖେଳିବାକୁ ହେବ। ତେଣୁ ଏହାକୁ ଚ୍ୟାଲେଞ୍ଜ ଭାବରେ ଗ୍ରହଣ କରି ଆସନ୍ତା ଜାତୀୟ ପ୍ରତିଯୋଗୀତାରେ ମୁଁ ସମସ୍ତ

କାଟାଗୋରୀ ରେ ଅଂଶଗ୍ରହଣ କରିବାର ଲକ୍ଷ୍ୟ ରଖିଛି। ତା'ପରେ ଏହା ଏକ ବ୍ୟୟବହୁଳ ଖେଳ ହୋଇଥିବା ଯୋଗୁଁ ବହୁ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସରକାରୀ ସାହାଯ୍ୟ ମିଳି ନାହିଁ। ଏଣୁ ସ୍ପୋନସରଶିପ୍ ପାଇଁ ସରକାରୀ/ବେସରକାରୀ ସଂସ୍ଥାକୁ ଅନୁରୋଧ ।ଦିବ୍ୟାଶା ହେଉଛନ୍ତି ସୋନପୁର ମଝିପଡା ନିବାସୀ ଶୁଷୁଶ୍ରୀ ଚୋପଦାର ଏବଂ ଦିଲୀପ ଚୋପଦାର ଙ୍କ ସୁପୁତ୍ରୀ। ତାଙ୍କର ଏହି ସଫଳତାରେ  ଅଞ୍ଚଳ ବାସୀ ଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି ଏବଂ ବିଭିନ୍ନ ବର୍ଗର ଲୋକେ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like