-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଓସିଏ ଭିଜନ୍ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍  ନବକିଶୋର ବିଜୟୀ

10-Dec-2021



ବଲାଙ୍ଗିର(ପ୍ରେରଣା ଖବର)-ଗାନ୍ଧି ଷ୍ଟାଡିୟମଠାରେ ଚାଲିଥିବା ଓସିଏ ଭିଜନ ୨୦୨୪ ସିନିୟର ଇଣ୍ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍ ସୁପରଲିଗର ତୃତୀୟ ମ୍ୟାଚ ନବକିଶୋର ଓ ୟଙ୍ଗ ଷ୍ଟୁଡେଣ୍ଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍ ଜିଣି ନବକିଶୋର ପ୍ରଥମେ ବ୍ୟାଟିଂ କରି ଦେବାସୁଂ ରାୟଗୁୁରୁଙ୍କ ଲଢ଼ୁଆ ଶତକ ୧୧୫ ରନ୍‌, ଜିତେନ୍ଦ୍ର ଥପାଙ୍କ ଧୁଆଁଧାର ୪୮ ରନ୍ ଓ ରାହୁଲ ସାହୁଙ୍କ ୩୭ ରନ୍ ବଳରେ ନିଦ୍ଧାରିତ ୪୯ ଓଭରରେ ୬ ଉଇକେଟ ବିନିମୟରେ ୨୮୯ ରନ୍‌ର ବିଶାଳ ସ୍କୋର ସଂଗ୍ରହ କରିଥିଲେ । ୟଙ୍ଗ ଷ୍ଟୁଡେଣ୍ଟ ଦଳ ପକ୍ଷରୁ ସଫଳ ବୋଲର ଭାବେ ପଲ୍ଳବ ନାଗ ୨ ଗୋଟି ଉଇକେଟ ଅକ୍ତିଆର କରିଥିଲେ । ଏତତ୍ ବ୍ୟତିତ  ୟଙ୍ଗ ଷ୍ଟୁଡେଣ୍ଟଦଳର ଅନ୍ୟକୌଣସି ବୋଲର ନବକିଶୋର ଦଳର ବ୍ୟାଟ୍ସମ୍ୟାନ ମାନଙ୍କ ଉପରେ କୌଣସି ପ୍ରଭାବ ପକାଇ ପାରି ନଥିଲେ । ୨୯୦ ରନ୍‌ର ଲକ୍ଷକୁ ନେଇ ପଡିଆକୁ ଓହ୍ଳାଇଥିବା ୟଙ୍ଗ ଷ୍ଟୁଡେଣ୍ଟ ଦଳ ୪୬.୪ ଓଭରେ ସମସ୍ତ ଉଇକେଟ ହରାଇ ମାତ୍ର ୧୮୦ ରନ୍ ସଂଗ୍ରହ କରି ସମସ୍ତ ଉଇକେଟ ହରାଇଥିଲେ ଫଳରେ ଏହି ମ୍ୟାଚକୁ ନବକିଶୋର ଦଳ ୧୦୯ ରନ୍‌ରେ ବିଜୟ ଲାଭ କରିଥିଲା । ୟଙ୍ଗ ଷ୍ଟୁଡେଣ୍ଟ ଦଳ ପକ୍ଷରୁ ଆଶିଷ କୁମାର ଭୋଇ ସର୍ବାଧିକ ୬୧ ରନ୍ ଓ ପଲ୍ଲବ ନାଗ ୩୬ ରନ୍ ସଂଗ୍ରହ କରିଥିଲେ । ନବକିଶୋର ଦଳ ପକ୍ଷରୁ ବାବୁଲୁ ସେଠୀ ସର୍ବଧିକ ୬ ଗୋଟି ଉଇକେଟ ନେଇଥିବା ବେଳେ, ଜିତେନ୍ଦ୍ର ଥପା, ଓମ ସାହୁ ଓ ଆୟୁଷ୍ମାନ ଦାସ ପ୍ରତ୍ୟେକ ଗୋଟିଏ ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ ।  ଆଜିର ଏହି ମ୍ୟାଚରେ ବାବୁଲୁ ସେଠୀଙ୍କୁ ଅଲରାଉଣ୍ଡର ପ୍ରଦର୍ଶନ ଯୋଗୁଁ ଶ୍ରେଷ୍ଠ ଖେଳାଳୀଭାବେ ଘୋଷିତ କରାଯାଇଥିଲା ।     ଆଜିର ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପାୟାର ପୃଥ୍ୱୀରାଜ ମିଶ୍ର ଓ  ମୁକେଶ ସ୍ୱାଇଁ ପରିଚାଲନା କରିଥିବା ବେଳେ ଅନଲାଇନ ସ୍କୋରର୍ ଓ ମେନୁଆଲ ସ୍କୋରର୍ ଭାବେ ଜଗପତି ନାଏକ ଦାୟିତ୍ୱ ତୁଲାଇଥିଲେ । ଆସନ୍ତା କାଲି ଶନିବାର ସୁପର ଲିଗ୍‌ର ଚତୁର୍ଥ ମ୍ୟାଚଟି ନାଏକ ଏକାଡେମୀ ଓ ଟିଟିଲାଗଡ଼ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହେବ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like