-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ମନୋରଞ୍ଜନ

ଚଳଚ୍ଚିତ୍ର ‘ ଲାଗେ ପ୍ରେମ ନଜର’ର ସଙ୍ଗୀତ ଲୋକାର୍ପଣ

11-Dec-2021



 ବହୁ ପ୍ରତୀକ୍ଷିତ ବ୍ୟୟବହୁଳ ଚଳଚ୍ଚିତ୍ର ‘ ଲାଗେ ପ୍ରେମ ନଜର’ର ମ୍ୟୁଜିକ୍ ରିଲିଜ୍ ହେଇଯାଇଛି । ଭୁବନେଶ୍ବରର ଏକ ତାରକା ହୋଟେଲ୍‌ ମଧ୍ୟରେ ଉକ୍ତ ସିନେମାର କଳକାର - କାରିଗରଙ୍କ ସହ ଓଲିଉଡ୍‌ର କେତେଜଣ ଜଣାଶୁଣା କଳାକାରଙ୍କୁ ମଧ୍ୟ ଏହି ସଙ୍ଗୀତ ଲୋକାର୍ପଣ ଉତ୍ସବରେ ଦେଖିବାକୁ ମିଳିଥିଲା । ଉତ୍ସବରେ ଅତିଥି ଭାବେ ରାଜ୍ୟ ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ଓ ସଂସ୍କୃତି ସଚିବ ରଂଜନ କୁମାର ଦାସ ଯୋଗ ଦେଇଥିଲେ । ଅତିଥିମାନଙ୍କ ସହ ଉକ୍ତ ଚଳଚ୍ଚିତ୍ରର ପ୍ରଯୋଜକ ବ୍ୟୋମକେଶ ଓ ନିର୍ଦ୍ଦେଶକ ଦିଲ୍ଲୀପ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ । ଅଡ଼ିଓ ରିଲିଜ୍ ବେଳେ ଗୀତିକାର   ରଂଜନ ଦାସ ଏବଂ ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଉପସ୍ଥିତ ଥିଲେ । ଏମାନଙ୍କ ସହ ଏସବୁ ଗୀତରେ କଣ୍ଠଦାନ କରିଥିବା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର , କୁଲଦୀପ , ଗୌରବ , ଅସୀମା ପଣ୍ଡା , ଅର୍ପିତା ଚୌଧୁରୀ , ଦୀପ୍ତିରେଖା ପାଢ଼ୀ ଓ ଅନନ୍ୟା ଶ୍ରୀତମ୍ ନନ୍ଦ ପ୍ରମୁଖ କଣ୍ଠଦାନ କରିଛନ୍ତି। ଏଥିରେ କାହାଣୀ ରଚନା କରିଛନ୍ତି ଖଗେଶ୍ଵର ଶେଜପଡ଼ା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ସଂଳାପ ଲେଖିଛନ୍ତି

ବିସ୍ମୟ ଦାସପଟ୍ଟନାୟକ । ଚଳଚ୍ଚିତ୍ରଟି ଆଉ କିଛି ଦିନ ମଧ୍ୟରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ଏହାର କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ସୂଚନା ଦେଇଥିଲେ । ‘ ଲାଗେ ପ୍ରେମ ନଜର ’ ଚଳଚ୍ଚିତ୍ରରେ ଦର୍ଶକ ନାୟକ ଅମ୍ଳାନଙ୍କୁ ତିନିଜଣ ନାୟିକା ପ୍ରିୟା , ରିୟା ଓ ରାଗିଣୀଙ୍କ ଉପରେ ନଜର ପକେଇଥିବାର ଦେଖିବାକୁ ମିଳିବ । ଏମାନଙ୍କ ଏଇ ସିନେମାରେ ସମେତ ପପି ସନ୍ତୁକା , ବବି ମିଶ୍ର , ଅମର ପ୍ରମୁଖଙ୍କୁ ଦେଖିବାକୁ ପାଇବେ l(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm