-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଓଡିଶା ପୁଷ୍ଟି ମହୋତ୍ସବ ପାଳନ

11-Dec-2021



ପଦ୍ମପୁର-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନସ୍ଥ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓଡ଼ିଶା ଜୀବିକା ମିଶନ,ମିଶନ ଶକ୍ତି ଓଡ଼ିଶା ସରକାର ଙ୍କ ଆନୁକୁଲ୍ୟରେ ଓଡ଼ିଶା ପୁଷ୍ଟି ମହୋତ୍ସବ ପାଳନ ହୋଇଯାଇଛି l ପ୍ରାରମ୍ଭେ ସଭାନେତ୍ରୀ ସୁଶ୍ରୀ ଟିକେଶ୍ୱରୀ ଦେବତା ପରିଚୟ ପ୍ରଦାନ କରିଥିଲେ lଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଅଭିମନ୍ୟୁ ବରିହା ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ପାଇକମାଲ ବ୍ଳକ ର ବିଏଲସି ଶ୍ରୀମତୀ ରୋହିଣୀ ବରିହା, ସ୍ଥାନୀୟ ସ୍ୱାସ୍ଥ୍ୟ ବିଭାଗ ର ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ କବିତା ଞ୍ଜଳୀ ଦାଶ ଯୋଗଦାନ କରି ଆୟୋଜକ ଭାଇ ଓ ଭଉଣୀ ମାନଙ୍କୁ ଉତ୍ସାହିତ କରିଥିଲେ lଓଡିଶା ରୁ ଅପପୁଷ୍ଟି ଦୂର କରିବା ପାଇଁ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାଆ ମାନଙ୍କୁ ସଚେତନ କରାଇ ଖାଦ୍ୟ ରେ ଥିବା ପୋଷକ ତତ୍ତ୍ଵ ଗୁଡିକ ମହତ୍ତ୍ଵପୂର୍ଣ୍ଣ ଉପାଦାନ ଗୁଡ଼ିକୁ ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ ଦାଶ ପ୍ରାଞ୍ଜଳ ଭାବରେ ବୁଝାଇବା ସଙ୍ଗେ ସଙ୍ଗେ ସଦାବେଳେ ମାକ୍ସ ପରିଧାନ କରିବାକୁ ଅନୁରୋଧ କରିଥିଲେ lପ୍ରତ୍ୟକ ଗର୍ଭବତୀ ମାଆ ଓ ପ୍ରସୂତି ମାଆ ମାନଙ୍କୁ ଠିକ ସମୟରେ ରନ୍ଧାଖାଦ୍ୟ ସହିତ ସବୁ ପ୍ରକାର ଖାଦ୍ୟ ଖାଇବା ସକାଶେ ଉପସ୍ଥିତ ଅଙ୍ଗନବାଡ଼ି ଦିଦି କନକ ବରିହା ପରାମର୍ଶ ଦେଇଥିଲେ lପାଇକମାଲ ବ୍ଳକ ରୁ ଆସିଥିବା ବିଏଲସି ମ୍ୟାଡମ ଶ୍ରୀମତୀ ବରିହା ଉପସ୍ଥିତ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ର ମାଆ ମାନଙ୍କୁ ତାଙ୍କ ନିଜ ପରିବାରର ପିଲାଛୁଆ ଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେଉଥିବା ଅଙ୍ଗନବାଡ଼ି ଦିଦି,ଆଶା ଦିଦି ଏବଂ ମହିଳା ସ୍ବାସ୍ଥ୍ୟକର୍ମୀ ମାନଙ୍କ ପରାମର୍ଶ ନେଇ ଖାଦ୍ୟ ଓ ପରିସ୍କାର ପରିଚ୍ଛନ୍ନତା ରହି ଏକ ସୁସ୍ଥ ସମାଜ ଗଠନ କରିବାରେ  ସହାୟକ ହେବାକୁ କହିଥିଲେ lଅନ୍ୟ ମାନଙ୍କ ମଧ୍ୟରେ ସଂପାଦିକା ଦିପାଞ୍ଜଳୀ ଲୁହାର,ଏମବିକେ ପୁଷ୍ପାଞ୍ଜଳୀ ଭୋଇ, ଅଙ୍ଗନବାଡ଼ି କର୍ମୀ ଧରିତ୍ରୀ ସାହୁ,ସିଆରପି ଅଯୋଧ୍ୟା ପ୍ରଧାନ,ଋକୁଣୀ ସେଠ,ଲିନା ପ୍ରଧାନ କୈାଶଲ୍ୟା ପ୍ରଧାନ,ଯଜ୍ଞ ଦେବତା ପ୍ରମୁଖ ଉପସ୍ଥିତ ଥିଲେ lଶେଷରେ ଓମ୍ ଜୟ ଜଗନ୍ନାଥ ଝିଅ ପାଲାଦଳ ଙ୍କ ଦ୍ଵାରା ମନୋରଞ୍ଜନ କାର୍ଯ୍ୟକ୍ରମ  ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like