-+91-9937148622 |
prerana_bgr@rediffmail.com |
Friday 1st May 2026 |
R.N.I. Regd No. ODIODI/2010/46693
Breaking News
11-Dec-2021
ଭୁବନେଶ୍ବର(ଶୁଭାଶିଷ ନାୟକ) : ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର, ବିମାନ ବନ୍ଦରରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ରାଣା ପ୍ରତାପ