-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିଜେପି ଅନୁସୂଚିତ ମୋର୍ଚ୍ଚା ପକ୍ଷରୁ ସମ୍ବିଧାନ ଗୌରବ ଅଭିଯାନ

11-Dec-2021



ବୀରମହାରାଜପୁର ,( ବିନୋଦ ପାଣ୍ଡେ  ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜାପୁର କଲ୍ଯାଣ ମଣ୍ଡପ ଠାରେ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ସମ୍ବିଧାନ ଗୌରବ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ସମତେ ବଲାଙ୍ଗିର ଓ ବୌଦ୍ଧ ଜିଲାର କର୍ମକର୍ତ୍ତା ଅଂଶଗ୍ରହଣ କରିଥିବା ଜଣାଯାଇଛି । ଏଥିସହ ପ୍ରତିରକ୍ଷା ମୁଖ୍ୟ ଜେନରାଲ ବିପିନ ରାୱାତ୍ ଓ ଅନ୍ଯ ଜବାନ ମୃତ୍ୟୁରେ ତଥା କୋଭିଡ ଜନିତ ମୃତକଙ୍କ ବିୟୋଗରେ ଶୋକପ୍ରକାଶ କରି ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ବିଜେପି ଅନୁସୂଚିତ ଜାତି

ମୋର୍ଚ୍ଚା ଜିଲ୍ଲା ସଭାପତି ବାବୁଲୁ ବିଶିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ଯ ସଭାପତି ତଥା ପୂର୍ବତନ ସାଂସଦ ଡା ବିଭୁପ୍ରସାଦ ତରାଇ ଯୋଗଦେଇ ଡ.ବି ଆର ଆମ୍ବେଦକରଙ୍କ ପ୍ରତି ବିଜେପି ସରକାର ସମୟରେ ପ୍ରକୃତ ସମ୍ମାନ ଦିଆଯାଇଛି ବୋଲି କହିବା ସହିତ ଗରିବ ଲୋକଙ୍କୁ ଆଗକୁ ନେବାକୁ ମୋଦୀ ସରକାର ଅନେକ ଜନହିତକର କାର୍ଯ୍ଯ କାର୍ଯ୍ୟକାରୀ କରିଥିବା ପ୍ରକାଶ କରିଥିଲେ । ବିଜେପି ସୁବର୍ଣ୍ଣପୁର ଜିଲ୍ଲା ସଭାପତି ପ୍ରମୋଦ କୁମାର ମହାପାତ୍ର ଜିଲ୍ଲା ପରିଷଦ ଅଧ୍ୟକ୍ଷ ଉଷା କୁମାରୀ,  ବଲାଙ୍ଗିର ଜିଲା ପରିଷଦ ଅଧ୍ୟକ୍ଷ ଭାରତୀ ମହାନନ୍ଦ,  ରାଜ୍ୟ ଉପସଭାପତି ରାମବିଶି ଦିଗାଲ, ବିଜେପି ରାଜ୍ଯ କାର୍ଯ୍ଯକାରିଣୀ ସଦସ୍ଯ ଅଶୋକ ପୂଜାରୀ, ରଘୁନାଥ ଜଗଦଲା, ବିଜୟ ମହାକୁର, ବୀରମହାରାଜାପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ, ଅନୂସୁଚିତ ଜାତି ମୋର୍ଚ୍ଚା ଜିଲ୍ଲା

ପ୍ରଭାରୀ ସଂଗ୍ରାମ ବେହେରା, ମୋର୍ଚ୍ଚା ର ବୌଦ୍ଧ ଜିଲ୍ଲା ସଭାପତି ରାଜୀବ ଦେହୁରୀ, ଅଶୋକ କୁମାର ବାରିକ, ଅନୂସୁଚିତ ମୋର୍ଚ୍ଚା ଜିଳ୍ଲା ସାଧାରଣ ସମ୍ପାଦକ ଅନନ୍ତ ପାଣିଗ୍ରାହୀ, ମୁକୁର ବାଘ ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ଯ କାର୍ଯ୍ଯକାରିଣୀ ସଦସ୍ଯ କିଶୋର ହୋତା, ସତ୍ଯବ୍ରତ ମିଶ୍ର, ଜିଲ୍ଲା ପରିଷଦ ସଦସ୍ଯ ସୁଶାନ୍ତ ପଣ୍ଡା, ରୋହିଣୀ ଡାଙ୍ଗ, ସୁନୀତା ଗିରି, ମଣ୍ଡଳ ସଭାପତି ଅଶୋକ ସାହୁ, ହରିହର ପାତ୍ର, ଆଦିତ୍ଯ ପୁରୋହିତ, ଶରତ ମିଶ୍ର, ଏକଲବ୍ଯ ବେହେରା, ରମେଶ ପଣ୍ଡା, ସୁମନ୍ତ ଜଗଦଲା, ରଶ୍ମିତା ଷଡଙ୍ଗୀ, ରାଧାକାନ୍ତ ପଣ୍ଡା, ସୁଧିର ପାଣିଗ୍ରାହୀ, ବଳରାମ ସୁନା, ଗୌର ଜଗଦଲା, କର୍ମୁ କଲତା ଯୋଗଦେଇ ଥିଲେ । ବିଜେପି ଜିଲ୍ଳା ସାଧାରଣ ସମ୍ପାଦକ ବେଣୁଧର ଦାସ ସଭା ପରିଚାଳନା କରିଥିବା ବେଳେ ଜିଲ୍ଲା ଉପସଭାପତି ନଳିନୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like