-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ .......

11-Dec-2021



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ସିଶାଖାଲ ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ଓଡିଶା ଜୀବନ ଜୀବିକା ମିଶନ କର୍ଲାମୁଣ୍ଡା ବ୍ଲକ ଭାରପ୍ରାପ୍ତ ବ୍ଲକ କାର୍ଯ୍ୟ କ୍ରମ ପରିଚାଳକ ଲଳିତ କୁମାର ବିଶି,ଗ୍ରାମ୍ୟ କୃଷି କର୍ମୀ ଲୋକନାଥନାଗ, ଆଇସିଡିଏସ କର୍ମୀ ଯଶୋବନ୍ତି ସାହୁ,ଚନ୍ଦ୍ରମା ତାଣ୍ଡି, ବ୍ଲକସ୍ତରୀୟ ଗ୍ରାମ ବିକାଶ ଫେଡରେଶନ ର ଲିଡର ଦ୍ରୋଣ ସାହୁ,ନନ୍ଦିକିଶୋରମାଝୀ, କୃଷି ଉତ୍ପାଦକ ଦଳ ର ସଭ୍ୟା ନିଳେନ୍ଦ୍ରୀ ସାହୁ,ଆକାଶୀ ମାଝୀ, ଦିବ୍ୟ କାନ୍ତି ସାହୁ, ନିକିତା ନାଗ, ନଳିନୀ ମାଝୀ, ବରିଷ୍ଠ ଚାଷୀ ଛିନୁ ମାଝୀ,ପନିପରିବା ଚାଷୀ ସୂର୍ଯ୍ୟ ରାମ ସାହୁ ,ସାମାଜିକ କର୍ମୀ ପ୍ରଦୀପ କୁମାର ସାହୁ, ଭାଗିରଥି ଷଡ଼ଙ୍ଗୀ ପ୍ରମୂଖ ଯୋଗଦେଇ ପାରମ୍ପରିକ ଖାଦ୍ୟ ଓ ବିହନ ସୁରକ୍ଷା ତଥା ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବିଷୟରେ ଆଲୋଚନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ମହିଳା ଚାଷୀ  ମୁକ୍ତାଦେଇସାହୁ,ଦେବକୀ ହରିଜନ ଜୈବିକ ପଦ୍ଧତିରେ ପାଇଥିବା ସଫଳତା ବିଷୟରେ ନିଜ ନିଜର ଅଭିଜ୍ଞତା ରୁ କହିଥିଲେ। ସଫଳ ଚାଷୀ ମାନଙ୍କୁ ମାନ ପତ୍ର ପ୍ରଦାନ କରାଯାଇଥିଲା ।କାର୍ଯ୍ୟକ୍ରମ ରେ ଚାଷୀ ଲଳିତ ସାହୁ,ଚନ୍ଦ୍ରମଣି ମାଝୀ, ବାମଦେବ ସାହୁ,ଶ୍ୟାମ ଲାଲ ମାଝୀ, ହେମନ୍ତ ସାହୁ, ଭୁପିନ୍ଦର ସାହୁ,କ୍ଷୀରବଧି ସାହୁ, ଋଷିମଣୀ ସାହୁ, ତୀର୍ଥ ରାଜ୍ ସାହୁ,ଉତ୍ତମ ସାହୁ, ମିଥୁନ ନାଗ, ଶମ୍ଭୁ ସାହୁ,ସହଯୋଗ କରିଥିବା ବେଳେ ଜୀବରଧନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like