-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ରାଜ୍ୟ

ବିଶ୍ୱ ମାନବାଧିକାର ଦିବସରେ  ୪୨ମୌଜାରେ ସମ୍ବର୍ଦ୍ଧିତ ହେଲେ ଦକ୍ଷ ସଂଗଠକ ନାରାୟଣ ଚନ୍ଦ୍ର ମହାନ୍ତି

11-Dec-2021



କଟକ  : କଟକ ସଦର ୪୨ମୌଜା ଏରଞ୍ଚ ସ୍ଥିତ ଗୋପବନ୍ଧୁ ପୌଢ ନିବାସ ଠାରେ ଆନ୍ତରାଷ୍ଟ୍ରୀୟ ମାନବାଧିକାର ଆସୋସିଏସନ୍ ପକ୍ଷରୁ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇ ଉଲେଖନୀୟ କୃତିତ୍ୱ ନେଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ସହ ଦକ୍ଷ ସଂଗଠକ ତଥା କର୍ମଯୋଗୀ ନାରାୟଣ ଚନ୍ଦ୍ର ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଅନୁଷ୍ଠାନର ରାଜ୍ୟ ସଭାପତି ଯୁବ ସମାଜସେବୀ ଇଂ.ପ୍ରଦୀପ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିଵା ଏହି କାର୍ଯ୍ୟକର୍ମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଜଜ ଯତୀନ୍ଦ୍ର କୁମାର ବେହେରା ଯୋଗ ଦେଇଥିଲା ବେଳେ  ମଧୁସୂଦନ ପତି,ନାରାୟଣ ମହାନ୍ତି, ମିନତି ପଣ୍ଡା, ରବିନାରାୟଣ ସିଂ,ହୃଷୀକେଶ ରଥ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ସମାଜସେବୀ ବୁଲେଇ ବେହେରା,ଧୀରେନ୍ଦ୍ର ବେହେରା, ପ୍ରିତିରଞ୍ଜନ କାଠୁଆ,ପ୍ରସନ୍ନ ବେହେରା,ଅସିଶ ବେହେରା,ଶଙ୍କର ବେହେରା,ତରୁଣ ବେହେରା ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like