-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ସହୀଦ ବାଜି ରାଉତ କ୍ଳବ ର ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଏକଦିବସୀୟ ମ୍ୟାଚ ଅନୁଷ୍ଠିତ

11-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ଭରୁଆପାଲି ଗାଁ ରେ ସହୀଦ ବାଜି ରାଉତ କ୍ଳବ ପକ୍ଷରୁ ଚାଲିଥିବା ୧୮ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଶେଷ ପର୍ଯ୍ୟାୟରେ ଏକ ଦିନିଆ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା। ଗୋଟିଏ ଜିଲ୍ଲାର ଦୁଇ ଟି ମୁଖ୍ୟ ସହର ସୁନ୍ଦରଗଡ଼ ଓ ରାଉରକେଲା ମଧ୍ୟରେ

ସଂଘର୍ଷ ପୂର୍ଣ୍ଣ ମ୍ୟାଚ ହୋଇଥିବା ବେଳେ ୩.୨ ରେ ରାଉଲକେଲା ବିଜୟ ହାସଲ କରିଥିବା ଜଣାପଡିଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭରୁଆପାଲି ସରପଞ୍ଚ ଶ୍ରୀମତୀ ପଦ୍ମାବତୀ ବାଗ ଯୋଗଦେଇ କାର୍ଯ୍ୟ କୁ ସାଫଲ୍ୟ ମଣ୍ଡିତ କରିଛନ୍ତି। ସମ୍ମାନୀତ ଅତିଥି ଭାବେ ନୁନହାଡ ସମିତି ସଭ୍ୟ ତଥା ମାନବ ପ୍ରେମୀ, ସମାଜସେବୀ ଶ୍ରୀ ଯୁକ୍ତ ପୁରୁନ୍ଦର ବାଗ, କୌଶିକ ମେହେର ପୂର୍ବତନ ଜିଲ୍ଲାପରିଷଦ ତଥା ଝରଣୀ ପଞ୍ଚାୟତ ସମିତି ସଭ୍ୟ, ଶ୍ରୀ ଯୁକ୍ତ କ୍ଷମା ମାଝୀ ନାଏବ ସରପଞ୍ଚ , ଶ୍ରୀ ମତୀ ରୁକ୍ମିଣୀ ହଂସ ଭରୁଆପାଲି ସମିତି ସଭ୍ୟ,ଯଜ୍ଞସିନୀ ସାହୁ ବିଜ୍ଞାନ ଶିକ୍ଷୟିତ୍ରୀ ଭରୁଆପାଲି ଉନ୍ନତି ବିଦ୍ୟାଳୟ, ଗୀତାଞ୍ଜଳୀ ବଏ ସହକାରୀ ଶିକ୍ଷୟିତ୍ରୀ,ମଜେନ ମାଝୀ ସାମାଜିକ ସଭାନେତ୍ରୀ, ନୃପତି ନାଏକ ପୂର୍ବତନ ସମିତି ସଭ୍ୟ,ବୁଧକାନ୍ତି ଛତ୍ରିଆ ସମାଜସେବିକା, ଚନ୍ଦ୍ରମା ହଂସ ଏସ୍,ଏଚ୍,ଜି

ସଭାନେତ୍ରୀ, ସରୋଜିନୀ କରୁଆଁ ପୂର୍ବତନ ସମିତି ସଭ୍ୟ, ଶାନ୍ତି ଛତ୍ରିଆ ପୂର୍ବତନ ସରପଞ୍ଚ, ବୃନ୍ଦାବତୀ ଛତ୍ରିଆ ମହିଳା ଗୋଷ୍ଠୀ ସଭାନେତ୍ରୀ, ପୁଷ୍ପାଞ୍ଜଳି ସାହୁ ଏସ ଏଚ ଜି ସଭାନେତ୍ରୀ, ବାସନ୍ତୀ ସାହୁ ଏସ୍ ଏଚ୍ ଜି ସଭାନେତ୍ରୀ,ମୋତିମାଲା ଛତ୍ରିଆ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଆସନ୍ତାକାଲି ନକ୍ଟାସର ଦଳ ଓ କର୍ଲାକୋଟ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ସଭାପତି ସୀତାରାମ ମହାଖୁଡ ଓ ସମ୍ପାଦକ ଶଙ୍କର କରୁଆଁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like