-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

୪ ଜଣ ଦାଦନ ଶ୍ରମିକ ଉଦ୍ଧାର ଓ ଅଟୋ ଜବତ

11-Dec-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ବେଲପଡା, ଖପ୍ରାଖୋଲ, ପାଟଣାଗଡ଼ ବ୍ଳକ ରେ ବର୍ତ୍ତମାନ ଧଡାଧଡ ବେଆଇନ ଦାଦନ ଚାଲାଣ ଚାଲିଥିବା ବେଳେ ଯୋଗ ନିଦ୍ରାରେ ପୋଲିସ ପ୍ରଶାସନ। ପ୍ରଚୁର ପରିମାଣରେ ଲାଠୋର ରେଲୱେ ଷ୍ଟେସନ ରେ ହଜାର ହଜାର ସଂଖ୍ୟାରେ ଦାଦନ ଶ୍ରମିକ ଚାଲାଣ ହେଉଛି କିନ୍ତୁ ଲାଠୋର ପୋଲିସ ଧରିବାର ନାଁ ନେଉନାହିଁ। ଦାଦନ ଶ୍ରମିକ ଚାଲାଣ ର ଖବର ଦେଲେ ବିଭିନ୍ନ ଆଲ ଦେଖାଇ କାଗଜପତ୍ର ଯାଞ୍ଚ କରିବା କହି ଚୁପ୍ ରହୁଛନ୍ତି ଲାଠୋର ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି। ଏପଟେ ବେଲପଡା ଅଞ୍ଚଳ ଦାଦନ ଦଲାଲ୍ ଙ୍କ ପେଣ୍ଠସ୍ଥଳୀ ପାଳଟିଥିବାବେଳେ ବେଆଇନ ଦାଦନ ଦଲାଲ୍ ମାନଙ୍କୁ ଗିରଫ କରିବା ରେ

ଅସମର୍ଥ। ଯେକୌଣସି ଗଣମାଧ୍ୟମ ପ୍ରତିନିଧି କିମ୍ବା ସାଧାରଣ ଜନତା ଦାଦନ ଚାଲାଣ ର ଖବର ଦିଏ ତାହେଲେ ଥାନା ଅଧିକାରୀ ବୁଳୁ ମୁଣ୍ଡା ସର୍ଦ୍ଦାର ର ନାଁ ପଚାରି ବୁଝନ୍ତି ଏବଂ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି ନାହିଁ। ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ ହିଁ ଜଣେ ନିଷ୍ଠାପର ପୋଲିସ ହିସାବରେ କାର୍ଯ୍ୟ କରୁଛନ୍ତି ଓ ବିଭିନ୍ନ ଅପରାଧ ରୋକିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ସୂଚନା ଅନୁସାରେ ଆଜି ସକାଳ ୯.୩୦ ଏ, ଏସ୍, ଆଇ ଗୋପାଳ ଚନ୍ଦ୍ର କୁମରା ଧଣ୍ଡାମୁଣ୍ଡା ଆଡ଼କୁ ପେଟ୍ରୋଲିଂ କରୁଥିବା ସମୟରେ ଏକ ଅଟୋ ରିକ୍ସା ରେ ୩ ପୁରୁଷ ଓ ଜଣେ ଶିଶୁ  ଦାଦନ ଶ୍ରମିକ ଯାଉଥିବା ଦେଖି ଥାନା କୁ ଆଣି ତଦନ୍ତ କରିଥିଲେ। ଏବଂ ଜାଣିବାକୁ ପାଇଲେ ଯେ ଧଣ୍ଡାମୁଣ୍ଡା ପଞ୍ଚାୟତ ଶାନ୍ତିପୁର ଗାଁ ର ଦାଦନ ଦଲାଲ୍ ବାସୁଦେବ ଜାଲ ପିତା.ଟିକେଶ୍ବର ଜାଲ ଙ୍କ ଜରିଆରେ ତାମିଲନାଡୁ ଯାଉଥିଲେ। ଥାନା ରେ କେଶ ନମ୍ବର ୨୧୫/୨୦୨୧ ଦଫା ୪୨୦/୩୭୦/୩୭୪ ଧାରା ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ରମାକାନ୍ତ ସାହୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like