-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ପରିବାରଙ୍କୁ ମରଣାନ୍ତକ ଆକ୍ରମଣ, ୫ ଜଣଙ୍କ ନାମରେ ମାମଲା ରୁଜୁ - ସେମାନଙ୍କ ମଧ୍ୟରୁ ଜଣେ ଗିରଫ

11-Dec-2021



 ବଲାଙ୍ଗିର (ପ୍ରେରଣା ଖବର) :  ପ୍ରେରଣା ଖବରକାଗଜ ରେ କାର୍ଯ୍ୟରତ ଦେଓଗାଁ ର ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ, ମୋଵାଇ ଚୋରି ଓ ଵନ୍ଧୁକ ଦେଖାଇ ହତ୍ଯା ଧମକ ଅଭିଯୋଗରେ ସମିର ସାହୁଙ୍କୁ ଦେଓଗାଁ ପୋଲିସ ଗିରଫ କରିଛି lଆଉ ୪ ଜଣଙ୍କୁ ଏପର୍ଯ୍ୟନ୍ତ ପୋଲିସ ଗିରଫ କରି ନାହିଁ।କାହାର ଚାପରେ ଦେଓଗାଁ ପୋଲିସ ? ଏପଟେ ସାମ୍ବାଦିକ ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସାମ୍ବାଦିକଙ୍କୁ ଚାରି ଜଣ ମିଶି   ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ସାମ୍ବାଦିକଙ୍କ ନାକ ଫାଟି ଵହୁ ଯୋରରେ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ମୁର୍ଛl ଅଵସ୍ଥା ରେ ପଡି ଯାଇଥିଲେ l ତାଙ୍କ ରସ୍ତ୍ରୀ ଓ ପୁଅ ଝିଅ ପାଣି ପିଆଇ ଉଠାଇ ଆଣି ଦେଓଗାଁ ଥାନାର ଆଶ୍ରୟ ନେଇଥିଲେ। ଦେଓଗାଁ ପୋଲିସ ସାହାୟତାରେ ଦେଓଗାଁ ମେଡିକାଲକୁ ଯାଇ ଥିଲେ ସାମ୍ବାଦିକ ଶ୍ରୀ ସାହୁ କିନ୍ତୁ ଶ୍ରୀ ସାହୁଙ୍କ ଅବସ୍ତା ଅତ୍ୟନ୍ତ ଗୁରୁତର ଥିବାରୁ ଦେଓଗାଁ ର୍ବ ଡାକ୍ତର ତାଙ୍କୁ ବଲାଙ୍ଗିର ଭୀମଭୋଇ ମୋଡିକାଲ ପଠାଇବା ପାଇଁ ପୋଲିସଙ୍କୁ ପରାମର୍ଶ ଦେଇଥିଲେ।ଦେଓଗାଁ ପୋଲିସ ବଲାଙ୍ଗୀର ମେଡିକାଲକୁ ପଠାଇଥିଲା କିନ୍ତୁ ଦୁଃଖର ବିଷୟ ପୋଲିସ ପାଲଟା ସାମ୍ବାଦିକ ଶ୍ରୀ ସାହୁ ଙ୍କ ନାମରେ ମିଛ ମାମଲା ରୁଜୁ କରିଥିଲା l ଏଵେ ସାମ୍ବାଦିକ ପରିବାର ପକ୍ଷରୁ ଚିନ୍ତାରେ ଦିନ କାଟୁଛନ୍ତି l ବଲାଙ୍ଗୀର ଭୀମଭୋଇ ମେଡିକାଲ ଡାକ୍ତର ନାକର ଅପରେସନ ପାଇଁ ପରାମର୍ଶ ଦେଇଛନ୍ତି। ଅପରେସନ କରା ନ ଯିବା ପର୍ଯ୍ୟନ୍ତ ପ୍ରତିଦିନ ଭୀମଭୋଇ ମେଡିକାଲକୁ ଆସି ଚେକିଂ କରିବା ପାଇଁ କହିଛନ୍ତି। ଏପଟେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାନଯିବାରୁ ସାମ୍ବାଦିକ ପରିବାର ଭୟଭୀତ ଅଵସ୍ଥାରେ ଅଛନ୍ତି।। ପ୍ରକାଶ ଥାଉ କି ଗତ ୨୦ ବର୍ଷ ତଳେ ଵନ୍ଧୁକ କାରାଵାରରେ ସଂଶ୍ଲିଷ୍ଟ ଥାଇ ଜେଲ ଯାଇଥିଲେ ଅଭିୟୁକ୍ତ  ଜନ୍ମ ଜୟ ସାହୁ l  ଏହି ଖବର ସେହି ସମୟରେ ବିଭିନ୍ନ ପତ୍ରପତ୍ରିକା ପ୍ରକାଶ ପାଇଥିଲା।

ଦେଖିଵାର ଵାକି ରହିଲା ପୋଲିସ ସାମ୍ବାଦିକ ପରିବାରଙ୍କୁ ନ୍ୟାୟ ଦେଵାରେ ସଫଳ ନା ଵିଫଳ ହେଉଛି l ସାମ୍ବାଦିକ ଆକ୍ରମଣ ଘଟଣା ସମ୍ପର୍କରେ ଜିଲ୍ଲା ରେ ଚର୍ଚ୍ଚା ଜୋର ଧରିଛି।ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସାମ୍ବାଦିକ ଆକ୍ରମଣ ଘଟଣା ଗୁରୁତର ସହ ଗ୍ରହଣ କରିବାକୁ ଜନସାଧାରଣ, ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି । ଅନ୍ୟ ଅଭିୟୁକ୍ତ ମାନଙ୍କୁ କେଵେ ଧରୁଛି ଦେଓଗାଁ ପୋଲିସ ତାହା ଦେଖିବାକୁ ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like