-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଲଳିତ ନାୟକ ସ୍ମୃତି କମିଟି ସାଧାରଣ ପରିଷଦ ବୈଠକ

11-Dec-2021



ବଲାଙ୍ଗୀର(ପ୍ରେରଣା ଖବର) ଲଳିତ ନାୟକ ସ୍ମୃତି କମିଟି ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ । ସଂପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ ସଂପାଦକ ପ୍ରଭାକର ମିଶ୍ର । ଲଳିତ ନାୟକଙ୍କର ସ୍ମୃତି ଉଦ୍ଦେଶ୍ୟରେ ଜନ୍ମ ଦିନ ଜାନୁୟାରୀ ୧୧ ତାରିଖରୁ ତିରୋଧାନ ଦିବସ ଜାନୁୟାରୀ ୧୮ ତାରିଖ ପର୍ଯ୍ୟନ୍ତ ଲଳିତ ନାୟକ ସ୍ମୃତି ସପ୍ତାହ ପାଳନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥି ପାଇଁ ୧୧ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ମେଗା ବ୍ଲଡ ଡୋନେସନ କ୍ୟାମ୍ପ, ଡାକ୍ତରଖାନା ତଥା ଆଶ୍ରମ ଗୁଡିକରେ ରନ୍ଧାଖାଦ୍ୟ ବଣ୍ଟନ, ରାତ୍ରି ସମୟରେ ଶିତବସ୍ତ୍ର ଯଥା କମ୍ବଳ ବଣ୍ଟନ କରାଯିବ । ଏତଦ୍ ବ୍ୟତି ଉକ୍ତ ଦିନ ମାନଙ୍କରେ ସର୍ବ ଭାରତୀୟ ଲଳିତ ନାୟକ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଜିଲ୍ଲାର ବିଭିନ୍ନ ସଂଘ, ସାମ୍ବାଦିକ ସଂଘ, ଜିଲ୍ଲା ପ୍ରଶାସନ ଇତ୍ୟାଦି ଏକାଦଶଙ୍କ ମଧ୍ୟରେ ପ୍ରଦର୍ଶନୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । ୧୮ ତାରିଖ ଦିନ କେବିକେ ଆଇଟିଆଇ ରେ ଲଳିତ ନାୟକଙ୍କର ପ୍ରତିମୁର୍ତ୍ତୀ ଉନ୍ମୋଚନ କରା୍‌ିବ ଓ ଏକ ସଭା ଆୟୋଜନ କରାଯିବ । ଉଚ୍ଚ ବିଦ୍ୟାଳୟ, ଯୁକ୍ତ ଦୁଇ, ଯୁକ୍ତ ତିନି ତଥା ବିଶ୍ୱ ବିଦ୍ୟାଳୟରେ ପାଠ ପଢୁଥିବା ଛାତ୍ର ଛାତ୍ରୀମାନଙ୍କ ନେଇ ବକ୍ତୃତା ପ୍ରତିଯୋଗିତା କରାଯିବ । ଲଳିତ ନାୟକ ସ୍ମୃତି ଉଦ୍ଦେଶ୍ୟରେ ଏକ ସ୍ମରଣିକା ପ୍ରକାଶ କରାଯିବା ପାଇଁ ଏକ କମିଟି ଗଠନ କରାଯାଇଛି । ଏଥିରେ ଅଧ୍ୟକ୍ଷ ପଦ୍ମଚରଣ ଆଚାର୍ଯ୍ୟ, ସଦସ୍ୟମାନେ ଅରବିନ୍ଦ ଦାସ, ସତ୍ୟ ସୁନ୍ଦର ଭଞ୍ଜ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଧର୍ମେନ୍ଦ୍ର ପ୍ରସାଦ ନନ୍ଦ, ବିରେନ୍ଦ୍ର ଝାଙ୍କର ଓ ଭବାନୀ ଶଙ୍କର ଶତପଥୀ । ଆଜିର ଆଲୋଚନାରେ ଉପସ୍ଥିତ ରହି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଡ. ଶ୍ରୀକର ମିଶ୍ର, ରତନ ମହାରଣା, ସୋମନାଥ ମିଶ୍ର, ଜ୍ୟୋତି ରଂଜନ ନାଗ, ପ୍ରତାପ ରଥ, ବିଧୁଭୂଷଣ ତ୍ରିପାଠି, ଅରୁଣ କୁମାର ମିଶ୍ର, ସୁନିଲ ଚନ୍ଦ୍ର ବିଶ୍ୱାଲ, ହରିନାରାୟଣ ପୁଝାରି, ବାସୁଦେବ ମେହେର, ବିଶ୍ୱଜିତ ଦାଶ, କିଶୋର କୁମାର ରଥ, ଅମୁଲ୍ୟ ସେଠ, ସଂଜିବ କୁମାର ସାହୁ, ସନ୍ତୋସିନୀ ବେହେରା, ସରୀତା ଦାସ, ମମତାରାଣୀ ଜେନା,  ଶିବ ପ୍ରସାଦ ବେହେରା, ଅଙ୍କୁଶ ପାଣ୍ଡିଆ, ଜୟରାମ ମିଶ୍ର, ଅଫତାବ୍ ଆଲମ ଖାନ, ବ୍ରଜ ଗୋପାଳ ସିଂ, ବିବେକା ଭୋଇ, ପର୍ଶୁରାମ ନାୟକ, ବିଭାସ ଚନ୍ଦ୍ର ଘଡେଇ, ଲମ୍ବୋଦର ସାଏ, ଶୋଭନ କୁମାର ଅଗ୍ରୱାଲ, ଜିତେନ୍ଦ୍ର ସ୍ୱାଇଁ, ସୌମ୍ୟ ରଂଜନ ପଣ୍ଡା, ପ୍ରିୟଙ୍କା ପଟ୍ଟନାୟକ, ସୁଶ୍ରିତା ଠାକୁର, ଜ୍ୟୋତି ରଂଜନ ନାୟକ (ଅଧ୍ୟକ୍ଷ), ଅମନ ନାଗ, ହୁସେନ ନାଗ, ପ୍ରମୋଦ ବାରିକ, ସାହିଲ ସିଂ ଗଡତ୍ୟା ପ୍ରମୁଖ । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଡ. ଶ୍ରୀକର ମିଶ୍ର ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like