-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ଡାଏଟରେ ବିଦ୍ୟାଳୟର କିଶୋର କିଶୋରୀଙ୍କ ସ୍ୱାସ୍ଥ୍ୟ ସଂର୍ପକିତ ତାଲିମ

11-Dec-2021



ସୋନପୁର-ସୁବର୍ଣ୍ଣପୁର ସଦର ଡାଏଟ ପ୍ରାଙ୍ଗଣରେ ୫ ଦିବସୀୟ ବିଦ୍ୟାଳୟ ସ୍ତରୀୟ ଶିଶୁଙ୍କ ଉଦ୍ଦେଶ୍ୟରେ ଆୟୁଷ୍ମାନ ଭାରତ ତରଫରୁ ଓଡିଶା ସରକାର ସ୍ୱାସ୍ଥ୍ୟ ବିଭାଗ ଏବଂ ଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ସ୍ୱାସ୍ଥ୍ୟ ସଂପର୍କିତ ଏକ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ହସପିଟାଲର ସିଡିଏମଓ ଡା. ଦିଲ୍ଲିପ କୁମାର ପଣ୍ଡା, ଏଡିଏମଓ ଡା. ମଂଜୁ ସିଂହ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାର ବିଭିନ୍ନ ହସପିଟାଲରେ   କାର୍ଯ୍ୟରତ ଆୟୁଷ ଡାକ୍ତର, ସ୍ୱାସ୍ଥ୍ୟ କର୍ମି ଏବଂ ଶିକ୍ଷକ ସମୂହର ୩୬ଜଣ ବ୍ୟକ୍ତି ବିଶେଷଙ୍କୁ ସ୍କୁଲ ପିଲାଙ୍କ ଆବଶ୍ୟକୀୟ ଶାରୀରିକ, ମାନସିକ ତଥା ବିଦ୍ୟାଳୟରେ ଉପଯୁକ୍ତ ସ୍ୱାସ୍ଥ୍ୟ ସଂପର୍କିତ ତାଲିମ ପ୍ରଦାନ କରାଯାଇଛି ।

 

କିଶୋର କିଶୋରୀଙ୍କ  ଶାରିରୀକ ଏବଂ ମାନସିକ ସ୍ତରରକୁ ସୁଦୃଢ କରିବା ନିମନ୍ତେ ଯେଉଁ ସମସ୍ତ ଉପାଦାନ ଦାୟୀ ସେ ବିଷୟରେ ଆଲୋଚନା , ବିତର୍କ, ଗ୍ରୁପ ଏକ୍‌ଟିଭିଟି, ରୋଲପ୍ଲେ ମାଧ୍ୟମରେ ତାଲିମ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ  ଡାଏଟ ସୋନପୁରର ଟିଚର ଏଡୁକେଟର ସୁଶାନ୍ତ କୁମାର ଭୋଇ, ସିନିଅର ଟିଚର ଏଡୁକେଟର  ଅକ୍ଷୟକୁମାର ବେରିଆ, ଆୟୁଷ ଡାକ୍ତର ଡା.ଦିଲ୍ଲିପ କୁମାର ପାଣ୍ଡିଆ,  ଡା. ଆଲୋକ ରଂଜନ ପଣ୍ଡା, ଡା.ପ୍ରମୋଦ କକୁମାର ମେହେର, ଅକୃର ହୋତା ପ୍ରମୁଖ ତାଲିମ ଦାତା ଭାବରେ ଯୋଗଦାନ କରିଥିଲେ । ତାଲିମ ଗ୍ରହଣ କରିଥିବା ସାଧନକର୍ମିମାନେ ମାନେ ଆଗାମୀ ଦିନରେ ବ୍ଲକ ସ୍ତରରେ ବିଭିନ୍ନ  ବିଦ୍ୟାଳୟରୁ ଯୋଗଦେବାକୁ ଥିବା ପ୍ରଧାନଶିକ୍ଷକ, ଶିକ୍ଷିକ, ଶିକ୍ଷିକା ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉକ୍ତ ସ୍ୱାସ୍ଥ୍ୟ ସଂପର୍କିତ ତାଲିମ ପ୍ରଦାନ କରାଯିବାକୁ ଯୋଜନା କରାଯାଇଥିବା ଜଣାଯାଇଛି । ଏହି ତାଲିମ କାର୍ଯ୍ୟକ୍ରମକୁ ରଷ୍ଟ୍ରୀୟ ବାଲ ସ୍ୱାସ୍ଥୟ କାର୍ଯ୍ୟକ୍ରମର ସ୍ୱାସ୍ଥ୍ୟକର୍ମି ବିଧୁଭୂଷଣ ପତି ସଂଯୋଜନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like