-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅସହାୟ ଲୋକଙ୍କ ସାଥିରେ ସର୍ବଦା ଥିଲୁ ଅଛୁ ଏବଂ ଆଗକୁ ମଧ୍ୟ ରହିବୁ ସେବା ଚେୟାର ଟେବୁଲ ଟ୍ରଷ୍ଟ

12-Dec-2021



ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ସୋଲବନ୍ଦ ଗ୍ରାମପଞ୍ଚାୟତ ଝାରବନ୍ଦ ଗ୍ରାମର ଦୁନିଆକୁ ଜାଣିନପିତା ରତନ ବାଗ ଥିବା ଶିଶୁଟିଏ ଅଗ୍ନିକ ବାଗ ବୟସ ମାତ୍ର ତିନି (କୀଡୀନି ରୋଗୀ),ଏହି ଶିଶୁ ବର୍ଷେ ହେବ କିଡିନି ରୋଗରେ ଆକ୍ରାନ୍ତ । ଚିକିତ୍ସା ପାଇଁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟ,ଭୀମ ଭୋଇ ମେଡ଼ିକାଲ କଲେଜ ବଲାଙ୍ଗୀର, ଭୀମସାର ବୁର୍ଲା ରେ ଚିକିତ୍ସା କରିଥିଲେ । ଅତି ଗରିବ ଓ ଅର୍ଥାଭାବ ଯୋଗୁଁ ଚିକିତ୍ସା କରିବାରେ ଅସମର୍ଥ ହୋଇଗଲେ । ଧାର କରଜ କରି ବର୍ତ୍ତମାନ ସୁଦ୍ଧା ଋଣୀ ଅଛନ୍ତି । ରହିବାକୁ ଘର ଡିହ ଟିକକୁ ଛାଡିଦେଲେ ତାଙ୍କ ପାଖେରେ ଆଉ କିଛି ନାହିଁ । କୂଳି ମଜୁରୀ

କରି ଜୀବନ କାଟୁଛନ୍ତି । ବର୍ତ୍ତମାନ ସୁଦ୍ଧା ତାଙ୍କର ମୁଣ୍ଡଗୁଂଜିବାକୁ  ପକ୍କା ଘର ଟିଏ ନାହିଁ । ଗରିବ ହୋଇଥିବାରୁ ତାଙ୍କର ଗୁହାରି କେହି ଶୁଣୁ ନାହାନ୍ତି । ପ୍ରାଶାସନିକ ଅବହେଳା ଯୋଗୁଁ ରାସନ କାର୍ଡ଼ ରେ ମଧ୍ୟ ୪ଜଣ ସଦସ୍ୟ ମଧ୍ୟରୁ କେବଳ ଦୁଇ ଜଣ ଙ୍କର ନାଁ ଅଛି ,ଦୁଇ ଜଣ ରାସନ ପାଇବାରୁ ବଞ୍ଚିତ ଶେଷରେ ଖବର ପାଇ ଆମ ସହିତ ଯୋଗାଯୋଗ କଲେ ଚିକିତ୍ସା ପାଇଁ । ଆମେ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଲୟ ସହାୟତା ଲୋଡିଲୁ । ଉପଖଣ୍ଡ ଚିକିତ୍ସାଳୟ ର ଫାର୍ମାସିଷ୍ଟ ଶ୍ରୀ ମନୋଜ ଆଚାର୍ଯ୍ୟ (ଟୁଲୁ) ଙ୍କ ନେତୃତ୍ବରେ ଉଦ୍ଧାର କରି ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ରେ ଚିକିତ୍ସା କରାଯାଇଥିଲା କିନ୍ତୁ ସେଠାରେ ରୋଗର ଚିକିତ୍ସା ସମ୍ଭବ ହୋଇ ପାରିନଥିବାରୁ ପୁଣି ବିଶାଖାପାଟଣା ମେଡିକଭର ହସ୍ପିଟାଲ ର ସହାୟତା ଲୋଡ଼ି ସେଠାରେ ଦୀର୍ଘ ୧୦ଦିନ ର ଚିକିତ୍ସା କରାଗଲା । ସେଠାରେ ଅଗ୍ନିକ ବାଗ ସୁସ୍ଥ ସବଳ ହୋଇ ଗତକାଲି ସନ୍ଧ୍ୟାରେ ଘର କୁ ଫେରିଛନ୍ତି । ଆଜି ଆମର ସେବା ଚେରିଟେବୁଲ ଟ୍ରଷ୍ଟ  ଟିମ ଯାଇ ଅଗ୍ନିକ ର ପରିବାର କୁ ଭେଟି ଭଲ ମନ୍ଦ ବୁଝି  ଆଗାମୀ ଦିନରେ ମଧ୍ୟ ସବୁ ପ୍ରକାର ସାହାଯ୍ୟ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like