-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଦୈନିକ ଖବରକାଗଜ ବିଶ୍ୱବାଣୀ ର ସ୍ୱନକ୍ଷତ୍ର ଉତ୍ସବ ଅନୁଷ୍ଠିତ

12-Dec-2021



ଭୁବନେଶ୍ୱର/ବରଗଡ(ନିରଞ୍ଜନ ତ୍ରିପାଠୀ) ::-ସଂପ୍ରତି ଭୁବନେଶ୍ୱର ରୁ ଅନବରତ ଭାବେ ଦୈନିକ ସମ୍ବାଦପତ୍ର ପ୍ରକାଶ ପାଇଁ ଓଡ଼ିଶା ର ସମସ୍ତ ଜିଲ୍ଲା ତଥା ଗ୍ରାମାଞ୍ଚଳ ମାନଙ୍କରେ ଆଦୃତ ହୋଇ ପାରିଛି l ପ୍ରାରମ୍ଭରେ ବିଶ୍ୱବାଣୀ ସମ୍ପାଦପତ୍ର ର ଜନକ ତଥା ସମ୍ପାଦକ ଶ୍ରୀମାନ ଅର୍ଜୁନ ମୁଦୁଲି ସମସ୍ତ ଅତିଥି ଗଣଙ୍କୁ ତଥା କୋଣ ଅଣୁକୋଣରୁ ଆସିଥିବା ସାମ୍ବାଦିକ, ସମାଜସେବୀ ତଥା ଅନ୍ୟାନ୍ୟ ଅତିଥି ଙ୍କୁ ସ୍ୱାଗତ ପୁଷ୍ପଗୁଚ୍ଛ ପ୍ରଦାନ ସହ ସଭା ସ୍ଥଳକୁ ପୋଛୋଟି ନେଇଥିଲେ lଏ ପରିପ୍ରେକ୍ଷୀରେ ବିଶ୍ୱବାଣୀ ର ୧୬ ତମ ସ୍ୱନକ୍ଷତ୍ର ଦିବସ ଭୁବନେଶ୍ୱର ସ୍ଥିତ ଇନଷ୍ଟିଟିଉଶନ ଅଫ ଇଞ୍ଜିନିୟରସ୍ (ଭାରତ) ଠାରେ ମହା ସମାରୋହରେ ପାଳିତ

ହୋଇଯାଇଛି lଏ ଶୁଭ ଦିବସ କୁ ଆସି ଉଦଘାଟନ କରିଥିଲେ ନାଇଜଜର୍ ର କୁଳସଚିବ ଡଃ ଅଭୟ କୁମାର ନାୟକ lମୁଖ୍ୟଅତିଥି ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ଡକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ଘଡେ଼ଇ, ମୁଖ୍ୟବକ୍ତା ଭାବେ ଶ୍ରୀଯୁକ୍ତ ଲେଲିନ ମହାନ୍ତି ସମ୍ପାଦକ ଉତ୍କଳ ପ୍ରସଙ୍ଗ ଓ ବିଜେଡି ପ୍ରବକ୍ତା ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ ଡକ୍ଟର ବଦ୍ରିନାଥ ପଟ୍ଟନାୟକ, ଡକ୍ଟର ପିତବାସ ମିଶ୍ର ସଭାପତି ଆଇ.ଓ.ୟୁ.‌ଡବ୍ୟୁ.ଜେ, ଶ୍ରୀମାନ ଗୁରୁକଲ୍ୟାଣ ମହାପାତ୍ର ବରିଷ୍ଠ ସ୍ତମ୍ଭକାର, ଶ୍ରୀମାନ ଭାଗବତ ତ୍ରିପାଠୀ ସଭାପତି ଓ.ୟୁ.ଡବ୍ୟୁ.ଜେ, ଶ୍ରୀମାନ ସଞ୍ଜୟ ମଲ୍ଲିକ ସହ ସମ୍ପାଦକ ବିଶ୍ୱବାଣୀ ଯୋଗଦାନ କରିଥିଲେ lଏହି ସ୍ୱନକ୍ଷତ୍ର ଉତ୍ସବରେ ଆମ ଅଞ୍ଚଳ ର ଜଣାଶୁଣା ସମାଜସେବୀ ତଥା

ଆଇନଜୀବୀ ରଞ୍ଜିତା ପ୍ରିୟଦର୍ଶିନୀ ଙ୍କୁ ନାରୀ ସୁରକ୍ଷା ସମ୍ମାନ ଭାବେ ସମ୍ମାନୀତ କରାଯିବା ସଙ୍ଗେ ସଙ୍ଗେ ଡାକ୍ତର ଦମ୍ପତି ରାଜେଶ ତ୍ରିପାଠୀ ଡାକ୍ତର ସୁସ୍ମିତା ଦାଶ ଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ପ୍ରମୁଖ ଭୂମିକା ପାଇଁ,ସୁନ୍ଦରଗଡ଼ ଜିଲ୍ଲା ର ଆଶାକର୍ମୀ ଶ୍ରୀମତୀ ମାଟିଲ୍ଡା କୁଲୁ ଙ୍କୁ କରୋନା ଯୋଦ୍ଧା ଭାବେ, ସାମ୍ବାଦିକ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ବରଗଡ ଜିଲ୍ଲାରୁ ବରିଷ୍ଠ ସାମ୍ବାଦିକ ଶ୍ରୀମାନ ନିରଞ୍ଜନ ତ୍ରିପାଠୀ,କ୍ଷୀରୋଜ ନାୟକ, ସୁବ୍ରତ ବିର୍ତିଆ, ବଲାଙ୍ଗୀର ଜିଲ୍ଲା ରୁ ଗଣେଶ ଦାଶ, ଦେବାଶିଷ ବହିଦାର, ଙ୍କୁ  ଆସିଥିବା ସମସ୍ତ ଅତିଥିମାନେ ଉପଢୌକନ ସହ ମାନପତ୍ର  ପ୍ରଦାନ କରି ସମ୍ମାନିତ  କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like