-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସରଗାଡ ଗ୍ରାମରେ  ଜଗନ୍ନାଥ ଯୁବ ପରିଷଦ ପକ୍ଷରୁ ରୌପ୍ୟ ଜୟନ୍ତୀ ପାଳିତ

12-Dec-2021



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ସରଗାଡ ଗ୍ରାମରେ  ଜଗନ୍ନାଥ ଯୁବ ପରିଷଦ ପକ୍ଷରୁ ରୌପ୍ୟ ଜୟନ୍ତୀ ପାଳନ ହୋଇଯାଇଅଛି l ମୁଖ୍ୟଅତିଥି ଭାବରେ ସୋମନାଥ ପଟେଲ, ସମ୍ମାନିତ ଅତିଥି ଭାବରେ ହିରାଲାଲ ସାଏ ପଟେଲ, କୈବର୍ତ୍ତ ପଧାନ, ଗୌର ବେହେରା, ମନୋଜ ପଟେଲ, କମ୍ବୁ ସାଏ ପଟେଲ, ଆନନ୍ଦ ପଟେଲ, ଦଳଗଞ୍ଜନ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ l ଏହାସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ମଧ୍ୟ ଅନୁଷ୍ଠିତ ହୋଇଯାଇଛି l ସେଥି ମଧ୍ୟରୁ ଡାନ୍ସ ଏଣ୍ଡ ଡାନ୍ସ ଧମକା , କରମା ସଂଚାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ ହୋଇଯାଇଛି l କ୍ଳବ୍ ର ପୁରାତନ ବୈଜଷ୍ଠ ବ୍ୟକ୍ତି ମାନଙ୍କୁ ସମ୍ମାନିତ କରିବା ସହ ବିଭିନ୍ନ ସମାଜ ସେବୀ, ସ୍ବେଛାସେବୀ ସଂଗଠନ ମାନଙ୍କୁ ସମ୍ମାନିତ କରାଯାଇଥିଲା l ଉକ୍ତ ରୌପ୍ୟ ଜୟନ୍ତୀ ପାଳନରେ ଜିତୁ ସାହୁ, ନାରାୟଣ ବାରିକ, ରାଜକିଶୋର ସେଠ୍, ଗୋପାଳ ବାରିକ, ରମେଶ ସାଣ୍ଡ, ବିରେନ୍ଦ୍ର ସାହୁ, ମୁନା ସାହୁ, କୈଳାଶ ପଧାନ, ରାମ ପଧାନ, ମେଘନାଦ ସାହୁ, କୁଳମଣି ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like