-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

କଂଗ୍ରେସ ରାଜ୍ୟ ପ୍ରଭାରୀ ଛେଲା କୁମାର ୧୯ରେ କନ୍ଧମାଳ ଆସୁଛନ୍ତି : ସାଧାରଣ ସଭା ଓ ମିଶ୍ରଣପର୍ବ ପାଇଁ ନିଷ୍ପତି 

12-Dec-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ଆଗାମୀ ନିର୍ବାର୍ଚନ କୁ ଦୃଷ୍ଟିରେ ରଖି ୧୯ ତାରିଖରେ ଫୁଲବାଣୀରେ ଏକ ମିଶ୍ରଣ ପର୍ବ ଓ ସାଧାରଣ ସଭା କରିବା ନିଷ୍ପତି କରିଛି l ଏଥି ପାଇଁ ଫୁଲବାଣୀ ନେତାଜୀ କ୍ଲବ ରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ସଭାପତି ଅନାମ ନାୟକ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଶତାଧିକ ଲୋକ କଂଗ୍ରେସ ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି  l ଜିଲ୍ଲା କଂଗ୍ରେସ କମିଟି ର ସଭାପତି ହେବାପରେ ୧୨ ଟି ବ୍ଲକରେ ସଙ୍ଗଠନ ସୁଦୃଢ କରିବା ପ୍ରୟାସ ଜାରି ରଖିଛନ୍ତି   l ବିଜେଡି ର ଦୀର୍ଘ ଦିନ ଶାସନ ରେ କଂଗ୍ରେସ ସମର୍ଥକ ମାନେ  ବିଜେଡି ରେ ମିଶି ଯାଉଥିବାବେଳେ କନ୍ଧମାଳ ରେ ଅନାମ ନାୟକ କଂଗ୍ରେସ ଦଳକୁ ସୁଦୃଢ କରିବାକୁ ଆପ୍ରାଣ ଉଦ୍ୟମ ଚଳାଇ ଛନ୍ତି  l କିଛିଦିନ ତଳେ ଦାରିଙ୍ଗବାଡି ରେ ଏକ ବଡ ଧରଣର ମିଶ୍ରଣ ପର୍ବ ଆୟୋଜନ କରିଥିଲେ l ଚଳିତ ମାସ  ୧୯ ତାରିଖ ରେ କଂଗ୍ରେସ ରାଜ୍ୟ ପ୍ରଭାରୀ ଛେଲା କୁମାର ଏକ ସାଧାରଣ ସଭାରେ  ଯୋଗ ଦେବେ l ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟନାୟକ, ଖଡ଼ିଆଳ ବିଧାୟକ ଅଧୀରଞ୍ଜନ

ପାଣିଗ୍ରାହୀ, ରାଜ୍ୟ ଓବସି ଚେୟାରମ୍ୟାନ ଜ୍ଞାନଦେବ ମୋହନ ବେହୁରା, ତାରାପ୍ରସାଦ ବାହିନୀପତି, ରମେଶ ଜେନା, କନ୍ଧମାଳ ପ୍ରଭାରୀ ବିସ୍ମୟ ମହାପାତ୍ର, ହୁସସେ ଖାନ, ଜଙ୍ଗେଶ୍ୱର ବାବୁ ପ୍ରମୁଖ କାର୍ଯ୍ୟକ୍ରମ ରେ ଯୋଗଦେବେ ବୋଲି ରାଜ୍ୟ ପି ସି ସି ସମ୍ପାଦକ ଚନ୍ଦ୍ର ଶେଖର ପରିଡା ପ୍ରକାଶ କରିଛନ୍ତି l ସୋମବାର ଦିନ ଯୁବକଂଗ୍ରସ ଏସ ପି ଅଫିସ ଘେରାଉ କରିବ ବୋଲି ସଭାପତି ବସନ୍ତ ପାଢ଼ୀ କହିଛନ୍ତି l ପି ସି ସି କାର୍ଯ୍ୟାଳୟ ରେ ପୋଲିସ ପଶି ମାଡ଼ ମାରିବାର ପ୍ରତିବାଦ କରିବ ଯୁବ କଂଗ୍ରେସ l ଏହି ପ୍ରସ୍ତୁତି ବୈଠକରେ ପୂର୍ବତନ କଂଗ୍ରେସ ସାଂସଦ  ରାଧାକାନ୍ତ ଡିଗଲ, ନଗର କଂଗ୍ରେସ ସଭାପତି ଶିବଶଙ୍କର ବେହେରା, ବୁଢା ଦାସ, ପ୍ରଫୁଲବେହେରା, ମିକା ମହାପାତ୍ର ଆଇନଜୀବୀ ବିଜୟ ମହାନ୍ତି, ନୃସିଂହ ଶତପଥି (ପୂର୍ବତନ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନ ଙ୍କ ପ୍ରତିନିଧି,)ପ୍ରମୁଖ ଯୋଗ ଦେଇ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like