-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମଦର ଚାଇଲ୍ଡ ହସ୍ପିଟାଲ ଚାଲୁ ହେବାକୁ ଯାଉଛି ଆଉ ରେଫର ହେବାକୁ ପଡିବ ନାହିଁ

12-Dec-2021



ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ଅଞ୍ଚଳର ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ସାମାନ୍ୟ ଘଟଣାକୁ ବି ଡାକ୍ତର ରେଫର କରି ଦେଉଥିଲେ I ମାତ୍ର ଆଉ କିଛି ଦିନ ମଧ୍ୟରେ ଏହି ସମସ୍ୟା ଦୁରେଇ ଯିବ ବୋଲି ଅନୁମାନ କରାଯାଉଛି I ବିଶେଷ କରି ମାଁ ଓ ଶିଶୁ ପାଇଁ ଏହା ଏକ ବଡ଼ ପଦକ୍ଷେପ ନେଇଛନ୍ତି ସରକାର ବୋଲି ମାଁ ମାନେ କଥାବାର୍ତ୍ତା କରୁଛନ୍ତି I ଆଜି ଡାକ୍ତର କୁବେର ଚନ୍ଦ୍ର ମହନ୍ତ ଇନ୍ ଚାର୍ଜ ସିଡିଏମ୍ଓଙ୍କ ମଦର ଚାଇଲ୍ଡ ହସ୍ପିଟାଲ ପରିଦର୍ଶନରେ ଆସି ଏହି ସୂଚନା ଦେଇଛନ୍ତି । ନୂଆବର୍ଷ ପୂର୍ବରୁ ଏହି ହସ୍ପିଟାଲକୁ ଚାଲୁକରିବା ପାଇଁ ସଜବାଜ ପ୍ରସ୍ତୁତ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଯାଇଛି ଓ ସେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ପିଡବ୍ଲୁଡି ପକ୍ଷରୁ ଯାହା କାର୍ଯ୍ୟ ବାକି ରହିଛି ତାହା ସବୁ ସମ୍ପୂର୍ଣ୍ଣ କରିବା ପାଇଁ ମଧ୍ଯ କହିଛନ୍ତି । ସୂଚନାଯୋଗ୍ୟ ଯେ, ପାଞ୍ଚ ବର୍ଷ ପୂର୍ବେ ଏହି ମଦର ଚାଇଲ୍ଡ ହସ୍ପିଟାଲ ତିଆରି ହୋଇ ପଡ଼ିଥିଲା କିନ୍ତୁ ବହୁ ଖରାପ ଅବସ୍ଥାରେ ରହିଛି ଓ ହାଲକା ଫୁଲକା ନିମ୍ନମାନର କାର୍ଯ୍ୟ ହୋଇଥିବା ଆନୁମାନ କରାଯାଇଛି ।ଯେଉଁ ଫୁଲର ରେ ଯେଉଁ

ଜନ୍ତ୍ରପାତି ଲଗେଇବା କଥା ସେହି ଜନ୍ତ୍ରପାତି ଉଲଟା ପଲଟା ଲାଗିଥିବା ହେତୁ, ତାରି ସବୁ ଅଦଳବଦଳ କଲେ କିଛି ସମୟ ଲାଗିପାରେ । ଏବେ ଏହି ସମସ୍ୟାର ସମ୍ମୁଖୀନ ହେବାକୁ ଆଉ ପଡ଼ିବନି I ସିଡିଏମଓ ଦାୟିତ୍ଵରେ ଥିବା ଡାକ୍ତର କୁବେର ଚନ୍ଦ୍ର ମହନ୍ତ ସମ୍ପୂର୍ଣ୍ଣ ଭାବେ ଟିକିନିକି ଯାଞ୍ଚ କରିଛନ୍ତି, ଆସନ୍ତାକାଲି ଠାରୁ ସଫେଇ କାର୍ଯ୍ୟ ଆରମ୍ଭ ହୋଇଯିବ ବୋଲି ଆଶା କରାଯାଉଛି ।ଏହି କାର୍ଯ୍ୟକ୍ରମରେ ସିଡିଏମଓଙ୍କ ଗସ୍ତ ବେଳେ ସ୍ଥାନୀୟ ଆପ ନେତା ସୁରଥ ବେହେରା. ବିଧାୟକ ସାଲୁଜାଙ୍କ ପୁତୁରା ଛଟୁ ସିଂ, ଫାର୍ମାସୀଷ୍ଟ ମହନ୍ତ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like