-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ... ଅନେକ ପଦବୀ ଖାଲି, ଉନ୍ନୟନ କାର୍ଯ୍ୟ ଠପ୍

12-Dec-2021



କର୍ଲାମୁଣ୍ଡା:( ପ୍ରଦୀପ କୁମାର ସାହୁ): ଆବଶ୍ୟକ କର୍ମଚାରୀ ଅଭାବ ସାଙ୍ଗକୁ ଅଧିକାରୀ ମାନଙ୍କ ଆନ୍ତରିକତା ଅଭାବ ଯୋଗୁଁ ସାଧାରଣ ଲୋକଙ୍କ  ବ୍ଲକ ପ୍ରଶାସନ ପ୍ରତି ଭରସା ଦିନକୁ ଦିନ ତୁଟିବାରେ ଲାଗିଛି।ଏଭଳି ପରିସ୍ଥିତି  କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ଏବେ ଦେଖିବାକୁ ମିଳିଛି। ଏହି ବ୍ଲକ ଟି ୧୨ଟି ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ବେଳେ ୧୨ଟି ପଞ୍ଚାୟତକୁ ମାତ୍ର ୭ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟୀତ୍ୱ ରେ ରହିଛନ୍ତି।ଠିକ୍ ସେହିଭଳି ମ.ରାମପୁର ବ୍ଲକର ସହକାରୀ ଯନ୍ତ୍ରୀ ନିହାର ରଂଜନ ମାଝୀ ଓ  ଖାଉଟି ଯୋଗାଣ ଅଧିକାରୀ  ସାନ୍ତାକର ପଧାନ ମଧ୍ୟ କର୍ଲାମୁଣ୍ଡା ବ୍ଲକ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ମାତ୍ର ୩ଜଣ  କନିଷ୍ଟ ଯନ୍ତ୍ରୀ ରହିଥିବାରୁ ୧୨ପଞ୍ଚାୟତ ର ଉନ୍ନୟନ କାର୍ଯ୍ୟ ଗୁଡିକ ଠିକ ଭାବେ ତଦାରଖ ହୋଇପାରୁ ନାହିଁ l ନିର୍ମାଣ କାର୍ଯ୍ୟ ଗୁଡିକର ସ୍ଥାୟୀତ୍ୱ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି।ଅନ୍ୟପଟେ ଦୀର୍ଘ ଦିନରୁ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ,(ଡବ୍ଲୁଇଓ) ପ୍ରଗତି ସହାୟକ (ପିଏ), ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ଏବିଡ଼ିଓ)ପଦବୀ ଖାଲି ରହିଥିବାରୁ ବିବାହ ପଞ୍ଜିକରଣ ପ୍ରମାଣପତ୍ର ଲୋକେ ପାଇ ପାରୁ ନ ଥିବା ସାମାଜିକ କର୍ମୀ ସୁରେଶ ଚୌଧୁରୀ ଅଭିଯୋଗ କରିଛନ୍ତି ।ଠିକ ସେହିପରି ନରେଗା ଏପିଓ, କ୍ୟାଶିଅର ପଦବୀ ଭଳି ଅନେକ ପଦବୀ ଗୁଡିକ ଖାଲି ରହିଥିବାରୁ ସାଧାରଣ ଲୋକେ ଅନେକ ସମୟରେ ହଇରାଣ ହେଉଥିବା ଦେଖିବାଜୁ ମିଳିଛି।ଏହା ଛଡା ବ୍ଲକର ଉଦ୍ୟାନ ବିଭାଗ,ମୃତ୍ତିକା ସରକ୍ଷଣ ବିଭାଗ, ଫିସରୀ ବିଭାଗର କର୍ମଚାରୀ ମାନେ ବ୍ଲକ କାର୍ଯ୍ୟଲୟ କୁ ନିୟମିତ ଭାବେ ଆସୁ ନ ଥିବାରୁ ଲୋକଙ୍କ ନିକଟକୁ ସରକାରୀ ଯୋଜନା ଠିକ୍ ଭାବେ ପହଞ୍ଚି ପାରୁ ନଥିବା ସାମାଜିକ କର୍ମୀ ପ୍ରଦୀପ କୁମାର ରଣା କହିଛନ୍ତି।ଏଣୁ ଏଥିପାଇଁ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like