-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମଣିନାଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଉଦଘାଟନୀ ଉତ୍ସବ ରେ ଯୋଗଦେଲେ ବିଧାୟକ

13-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ଦଶପଲ୍ଲା ବ୍ଲକ୍‌ ମଣୀନାଗ ବହୁମୂଖୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ (ବୁଗୁଡା କଲେଜ)ର ପାନୀୟ ଜଳ ପ୍ରକଳ୍ପ ଓ ନୂତନ ଶ୍ରେଣୀ ଗୃହର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉଦ୍ଘାଟକ ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ବିଜେଡି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପାନୀୟ ଜଳ ପ୍ରକଳ୍ପ ଓ ନୂତନ ଶ୍ରେଣୀ ଗୃହର ଶୁଭ ଉଦଘାଟନ କରିଥିଲେ । ବିଧାୟକ ଏହା ସହିତ ଲୋକଙ୍କ ବିଭିନ୍ନ ସମସ୍ୟା ବୁଝିଥିଲେ ।ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବ୍ଲକ୍‌ ଅଧ୍ୟକ୍ଷା ସୁନନ୍ଦା ସାହୁ ,ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ଲଢୁଆ ଯୁବନେତା ଉପେନ୍ଦ୍ର କୁମାର ସାହୁ, ଟାକରା ଗ୍ରାମପଂଚାୟତର ସମିତି ସଭ୍ୟା ପ୍ରତିମା ନାୟକ, ବିଶିଷ୍ଠ ଆଇନଜୀବୀ ଦିଲ୍ଲୀପ୍‌ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ମଣୀନାଗ ବହୁମୂଖୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।ଅଧ୍ୟକ୍ଷ ରାଧାମୋହନ କର୍ମୀ ସ୍ୱାଗତ୍‌ ଭାଷଣ ଦେଇଥିବାବେଳେ, ଅଧ୍ୟାପକ ନିଳମଣୀ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଧାୟକ ରମେଶ ଚନ୍ଦ୍ର ବେହେରା ତାଙ୍କ ଅଭିଭାଷଣରେ କହିଥିଲେ ଯେ , ୧୯୯୪ ମସିହାରେ ଆଦିବାସୀ ଅଧ୍ୟୁଷିତ ଅଂଚଳରେ ସ୍ଥାପିତ ଏହି କଲେଜ୍‌ର କିପରି ଉନ୍ନତି ହେବ ସେ ଦାଇତ୍ୱ ମୁଁ ନିଜେ ନେଉଛି,ଖୁବ୍‌ ଶିଘ୍ର ମଣୀନାଗ ବହୁମୂଖୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପାଚେରୀ ନିର୍ମାଣ କରାଯିବ ।ଆଦିବାସୀ, ହରିଜନ ଛାତ୍ରଛାତ୍ରୀଙ୍କ ଜ୍ଞାନର ବିକାଶ ପାଇଁ କଲେଜ୍‌ ରେ ଏକ ଲାଇବ୍ରେରୀ ମଧ୍ୟ ଖୁବ୍‌ ଶିଘ୍ର ପ୍ରତିଷ୍ଠା କରାଯିବ ବୋଲି ବିଧାୟକ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like