-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ମନରେଗାକୁ ଦୂରୁ ଜୁହାର ଆଜ୍ଞା !

13-Dec-2021



ବଲାଙ୍ଗିର : ମଟିବୋହି ପ୍ରାୟ ବର୍ଷେରୁ ଅଧିକ ଦିନ ଗଡିଥିଲେ ସୁଦ୍ଧା ଶ୍ରମିକଙ୍କୁ ମିଳୁ ନାହିଁ ପାଉଣା। ମନରେଗା କାମକୁ ଦୂରୁ ଜୁହାର ବୋଲି  କହଁନ୍ତି ଜଣେ ନୁହେଁ ଦୁଇ ଜଣ ନୁହେଁ ଶତାଧିକ ମଜୁରିଆ।"ବିଲ ହେଇଯିବ,  ଖାତାରେ ପଡିଯିବ ଓ ଶେଷରେ ପଡିଥିବ ଖାତା ଅପଡେଟ କର" ଇତ୍ୟାଦି ଜିଆରଏସ କହି ଠକି ଚାଲିଛନ୍ତି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ବାବୁ ତହୁଁ ଅଧିକ, କେବେ ପଞ୍ଚାୟତ କାର୍ଯ୍ୟଳୟକୁ ଆସନ୍ତି ପ୍ରଭୁ ଜାଣନ୍ତି। ଯେବେ ଭେଟିଛୁ ମଜୁରି ମାଗିଛୁ। ଆଜ୍ଞl ଫୋନ ଉଠାନ୍ତି ନାହିଁ। ପେଟ ପାଇଁ  କାମ କରିଯିବୁ ନା ମଜୁରି ମାଗିବୁ। ଦିନେ ବ୍ଳକ ଯାଇଥିଲୁ ବିଡିଓ ନ ଥିଲେ, ଫେରି ଆସିଲୁ। ଏଥର ଗାଁ ଆସିଲେ ଜିଆରଏସକୁ ବାନ୍ଧିବୁ ଫାଶି ହେଉକି ଜେଲ। ଦୁଇ ପଇସା ରୋଜଗାର ପାଇଁ ସ୍ତୀ ଝିଅଙ୍କୁ ଧରି ଭୋର ଭୋର ମାଟି ବୋହିଲୁ 2/୪ ଦିନ ନୁହେଁ ବର୍ଷ ପୁରିଗଲା। ସରକାରୀ ମନରେଗା ମାଟିବୁହାକୁ କୋଟି ଜୁହାର।

   ଏହା ହେଉଛି ପୁଇଁତଲା ବ୍ଳକ ବହଲପଦର ପଞ୍ଚାୟତର ଡୁମ୍ବେରବାହାଲ ଓ ବାନ୍ଦନବାହାଲ ଗାଁ ଶତାଧିକ ଶ୍ରମିକଙ୍କ କଥା । ମନରେଗା ମଜୁରିଆଙ୍କ ମନର ବ୍ୟଥା। କାହିଁକି ଏମିତି ହେଲା, ଦାୟୀ କିଏ ? ଶ୍ରମିକଙ୍କୁ ପାଉଣା କେବେ ? ଜିଆରଏସ୍ ଓ ଇଓ ଦଣ୍ଡିତ ହେବା ଉଚିତ ନୁହେଁ କି ?


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like